E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
1:37 pmJune 4, 2021

ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷାଠାରୁ ଛାତ୍ରୀଛାତ୍ରଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ପରିସ୍ଥିତି ସ୍ବାଭାବିକ ହେଲେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ପରୀକ୍ଷା ଦେଇପାରିବେ। ପରିସ୍ଥିତି ସମୀକ୍ଷା କରି କେବେ ପରୀକ୍ଷା କରାଯିବ ସେନେଇ ସିଏଚ୍‌ଏସ୍‌ଇ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନିର୍ଦ୍ଦିଷ୍ଟ ସମୟରେ ମୂଲ୍ୟାୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ପୂର୍ବରୁ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ ସରକାର। ସେହିପରି ଦୁଇଦିନ ତଳେ ସିବିଏସ୍‌ଇ ମଧ୍ୟ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ...

ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୮।୬:  ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା...

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...

୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ,...

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ...

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର...

ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ...

ଅଧିକ ସଂଖ୍ୟାରେ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ହେବ

ଭୁବନେଶ୍ୱର, ୨୨।୬(ବ୍ୟୁରୋ):ଓଡ଼ିଶାର ବିଭିନ୍ନ ଜିଲାରେ ଅଧିକ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଲାଗି ପିଏମ୍‌ଏଫ୍‌ଏମ୍‌ଇ ରାଜ୍ୟ କୋର୍‌ ଗ୍ରୁପ୍‌ ବୈଠକରେ ନିଷ୍ପତ୍ତି ହୋଇଛି। ଅଣୁ,...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରଥଖଳାରେ ସେବାୟତ ହାତାହାତି
Next Post Next post:
ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts