ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷାଠାରୁ ଛାତ୍ରୀଛାତ୍ରଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ପରିସ୍ଥିତି ସ୍ବାଭାବିକ ହେଲେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ପରୀକ୍ଷା ଦେଇପାରିବେ। ପରିସ୍ଥିତି ସମୀକ୍ଷା କରି କେବେ ପରୀକ୍ଷା କରାଯିବ ସେନେଇ ସିଏଚ୍ଏସ୍ଇ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନିର୍ଦ୍ଦିଷ୍ଟ ସମୟରେ ମୂଲ୍ୟାୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ସୂଚନାଯୋଗ୍ୟ, ପୂର୍ବରୁ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ ସରକାର। ସେହିପରି ଦୁଇଦିନ ତଳେ ସିବିଏସ୍ଇ ମଧ୍ୟ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.