E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
12:13 pmJune 14, 2021

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ ପାଳିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ‘ରଜ ପର୍ବ’ର ଶୁଭେଚ୍ଛା ଜଣାଇଛନ୍ତି। ରଜ ହେଉଛି ପୃଥିବୀମାତାଙ୍କ ଉପାସନା ତଥା ନାରୀତ୍ୱର ମହନୀୟତାର ପର୍ବ। ସମାଜ ପାଇଁ ନାରୀଙ୍କ ଅବଦାନକୁ ସମ୍ମାନ ଜଣାଇବାର ପର୍ବ। ଛୋଟ ଝିଅଙ୍କଠାରୁ ମା’ମାନଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପୋଷଣ, ସ୍ବାସ୍ଥ୍ୟ ଓ ଶିକ୍ଷା ପ୍ରତି ଯତ୍ନବାନ ହେବା ସହ କୋଭିଡ୍‌ ସ୍ଥିତିରେ ଘରେ ରହି ରଜ ଉତ୍ସବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଶାବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୨ ଦିନ ବର୍ଷା

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ...

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି...

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...

ସିଏମ୍‌ସି ଟିକାକରଣ ପ୍ରହସନ

କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର,...

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ
Next Post Next post:
୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts