ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଟିକା ନ ନେବା ଯାଏ କେହି ବି ସୁରକ୍ଷିତ ନୁହନ୍ତି। ଦେଶ ପାଇଁ କୋଭିଡ୍-୧୯ ବିରୋଧରେ ଆମେ ଏକ ହୋଇ ଲଢ଼େଇ କରୁଛେ। ଟିକାକରଣକୁ ଜାତୀୟ ମିଶନ ଭାବେ ଗ୍ରହଣ କରିଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.