E-Paper
  • logo
  • Sunday 26th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ
12:30 pmJune 4, 2021

ଓ୍ବାଶିଂଟନ,୪ା୬: ବାହାରେନ୍‌ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍‌ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଫଳରେ ଏହି ଦେଶରେ ବର୍ତ୍ତମାନ ଫାଇଜର ଭାକ୍ସିନ ଲଗାଇବା ଆରମ୍ଭ ହୋଇଛି।

ସଂଯୁକ୍ତ ଆରବ ଏମିରେଟ୍ସ ସ୍ବାସ୍ଥ୍ୟ ବିଭାଗ ଦୁବାଇରେ ଲୋକଙ୍କୁ ଫାଇଜର ଟିକା ଦିଆଯାଉଛି। ଯେଉଁମାନେ ଚାଇନାରେ ନିର୍ମିତ ସିନୋଫର୍ମର ସମ୍ପର୍ଣ୍ଣ ଡୋଜ୍‌ ନେଇଥିଲେ ସେହିମାନଙ୍କୁ ଫାଇଜର ଟିକା ଦିଆଯାଉଛି। ବାହାରେନ୍‌ର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ବଡ଼ଧରଣ ଟିକାକରଣ ସତ୍ତ୍ୱେ ଯେତେବେଳେ କରୋନା ସଂକ୍ରମଣ ବୃଦ୍ଧି ଘଟୁଛି ସେତେବେଳେ ଲୋକଙ୍କୁ ଫାଇଜର ଏବଂ ବାଇନୋଟେକ୍‌ ଭାକ୍ସିନ ଦେବା ଆରମ୍ଭ ହେଲା। ବାହାରେନ ସ୍ବାସ୍ଥ୍ୟ ବିଭାଗର ସଚିବ ଓ୍ବାଲିଦ ଖଲିଫା ଅଲ୍‌ମାନିଆ କହିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଚାଇନାର ସିନୋଫର ଟିକା ପ୍ରାୟ ୬୦ ପ୍ରତିଶନ ନାଗରିକ ନେଇସାରିଛନ୍ତି। ବର୍ତ୍ତମାନ ୯୦ ସଂକ୍ରମିତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର...

କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ

ବୁଗୁଡ଼ା, ୫।୬(ଡି.ଏନ୍‌.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା...

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...

ବନ୍ୟାରେ ଭାସିଗଲା କାର୍‌, ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁଲେ ମହିଳା, ଆଉ ତା’ ପରେ…

ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍‌ ଭାସିଗଲା। ଜଣେ ମହିଳା ଏହି କାର୍‌କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ।...

ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ

ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରେପୋ ରେଟ୍‌ ଅପରିବର୍ତ୍ତିତ
Next Post Next post:
ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts