E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
8:06 pmJune 2, 2021

ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି।

ମଳିଥିବା ସୂଚନା ମୁତାବକ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଦିଲୀପ ବିଶ୍ୱାଳ ନାମକ ଜଣେ ବ୍ୟକ୍ତି ଛେଳି ଚରାଇବା ପାଇଁ ଯାଇଥିଲେ। ଏହି ସମୟରେ ଜଣଙ୍କ ବାଡ଼ିରେ ଛେଳିଟି ପଶି ଯାଇଥିଲା। ଯାହାକୁ ନେଇ ଜମି ମାଲିକ ରାଗି ଯାଇ ଛେଳି ଚରାଳି ଦିଲୀପଙ୍କୁ ମାରପିଟ୍‌ କରିଥିଲେ। ଖବରପାଇ ଦିଲ୍ଲୀପଙ୍କ ସ୍ତ୍ରୀ ଉଦ୍ଧାର କରିବାକୁ ଯାଇଥିବା ବେଳେ ଉଭୟଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ନିସ୍ତୁକ ମାଡ଼ ମାରିଥିଲେ। ଘଟଣାର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି। ଏନେଇ ବାଲିଆପାଳ ଥାନାରେ ଏକ ମାମଲା ରୁଜୁ ହୋଇଛି। ଅଭିଯୋଗକୁ ଭିତ୍ତି କରି ବାଲିଆପାଳ ପୋଲିସ ଘଟଣାର ତଦନ୍ତ ଜରୁଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ଏଥର ସ୍ବାଭାବିକ ମୌସୁମୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି...

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...

‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍‌ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍‌ ସମସ୍ୟାରେ ପୀଡିତ ହେଉଛନ୍ତି ।...

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...

ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି

ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ
Next Post Next post:
ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts