E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌
10:23 amJune 23, 2021

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌ ଜଗତରେ ରାଜ୍‌ କରୁଥିଲା। ଏହି ଦଳ ଉଭୟ ଟେଷ୍ଟ ଏବଂ ଏକଦିବସୀୟ ଫର୍ମାଟରେ ଆଭିପତ୍ୟ ଜାହିର୍‌ କରିଥିଲା। ଦିନିକିଆ ବିଶ୍ୱକପ ୧୯୭୫ରେ ଆରମ୍ଭ ହୋଇଥିଲା ଏବଂ ୱେଷ୍ଟଇଣ୍ଡିଜ ପ୍ରଥମ ଦଳ ଭାବରେ ଟାଇଟଲ ଜିତିଥିଲା। ୪ ବର୍ଷ ପରେ କାରିବିଆନ ଦଳ ମଧ୍ୟ ଦ୍ୱିତୀୟ ବିଶ୍ୱକପ ଜିତିଥିଲା। ଆଜି ସେହି ବିଜୟର ୪୨ ବର୍ଷ ପୂରଣ ହୋଇଛି। ୨୩ ଜୁନ ୧୯୭୯ରେ ୱେଷ୍ଟଇଣ୍ଡିଜ କ୍ରମାଗତ ଦ୍ୱିତୀୟ ଥର ପାଇଁ ଲର୍ଡସରେ ଆୟୋଜକ ଇଂଲଣ୍ଡକୁ ୯୨ ରନ୍‌ରେ ପରାସ୍ତ କରି ଦ୍ୱିତୀୟ ବିଶ୍ୱକପ୍‌ ଚାମ୍ପିଅନ ହୋଇଥିଲା। ଏହି ଦଳର ବିଜୟର ହିରୋମାନେ ହେଲେ ଭିଭିଆନ ରିଚାର୍ଡସ ଏବଂ ଜୁଏଲ ଗାର୍ନର। ଫାଇନାଲରେ ରିଚାର୍ଡସ ଅପରାଜିତ ୧୩୮ ଖେଳିଥିବାବେଳେ ଗାର୍ନର ପାଞ୍ଚଟି ଉଇକେଟ ନେଇଥିଲେ।

୧୯୭୯ ବିଶ୍ୱକପରେ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡର ଫାଇନାଲକୁ ଯାତ୍ରା ଚମତ୍କାର ଥିଲା। ସମସ୍ତ ପ୍ରାରମ୍ଭିକ ମ୍ୟାଚ ଜିତିବା ପରେ ଉଭୟ ଦଳ ଫାଇନାଲରେ ପ୍ରବେଶ କରିଥିଲେ। ବିଶ୍ୱକପ ଜିତିବା ପାଇଁ ଇଂଲଣ୍ଡକୁ ୬୦ ଓଭରରେ ୨୮୭ ରନ ସ୍କୋର କରିବାକୁ ଥିଲା। ଇଂଲଣ୍ଡର ପୁରା ଦଳ ୧୯୪ ରନ ପାଇଁ ଆଉଟ ହୋଇଥିଲେ ଏବଂ ୱେଷ୍ଟଇଣ୍ଡିଜ ୯୨ ରନ୍‌ରେ ମ୍ୟାଚ ଜିତିଥିଲା। ୱେଷ୍ଟଇଣ୍ଡିଜ ଦ୍ରୁତ ବୋଲର ଜୁଏଲ ଗାର୍ନର ମାତ୍ର ୧୧ ବଲରେ ୫ ଉଇକେଟ ନେଇଥିଲେ। ଏହି ମ୍ୟାଚରେ ଶୂନରେ ମୋଟ ଖେଳାଳି ଆଉଟ୍‌ ହୋଇଥିଲେ। ଏଥିରେ ୱେଷ୍ଟଇଣ୍ଡିଜ୍‌ର ୪ ଖେଳାଳି ଏବଂ ଇଂଲଣ୍ଡର ପାଞ୍ଚ ଜଣ ଖେଳାଳି ଥିଲେ।

 


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କଲା ଏଚ୍‌ସିଏ ଆପେକ୍ସ କାଉନ୍‌ସିଲ

ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ଆପେକ୍ସ କାଉନ୍‌ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କରିଛି। ସେ...

ଦିୟା-ସ୍ବସ୍ତିକା ରନର୍ସଅପ୍‌

ନୂଆଦିଲ୍ଲୀ, ୧ା୬ (ପି.ଟି.)- ଟ୍ୟୁନିସିଆର ଟୁନିସ୍‌ଠାରେ ଚାଲିଥିବା ଡବ୍ଲ୍ୟୁଟିଟି ୟୁଥ୍‌ ଷ୍ଟାର କଣ୍ଟେଣ୍ଡର ଟେବୁଲ ଟେନିସ ଟୁର୍ନାମେଣ୍ଟରେ ଭାରତର ଯୁବ ଟେବୁଲ ଟେନିସ ଖେଳାଳି ଦିୟା...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ସଫଳତମ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୫।୬ (ପି.ଟି.) : ଭାରତୀୟ ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆଉ ଏକ ବଡ଼ଧରଣର ସଫଳତା ହାସଲ କରିଛନ୍ତି। ୨୦୧୯-୨୧ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌...

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ...

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ।...

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌

ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍‌ ଝିଝେନ୍‌ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...

ଫ୍ରେଞ୍ଚ୍‌ ଓପନ୍‌ରୁ ଓହରିବା ମାମଲା: କ୍ରୀଡ଼ାର ନୂଆ ସୋପାନରେ ଓସାକା

ପ୍ୟାରିସ୍‌,୩।୬(ଏପି): କ୍ରୀଡ଼ାରେ ଇଞ୍ଜୁରି ନେଇ ଆଥ୍‌ଲେଟମାନେ ଖୋଲାଖୋଲି ନିଜର ମତ ରଖିଥାନ୍ତି। ତେବେ ମାନସିକ ସ୍ବାସ୍ଥ୍ୟ ନେଇ କେହି ଆଥ୍‌ଲେଟ କୌଣସି ଇଭେଣ୍ଟରୁ ଓହରିବା ସମ୍ପୂର୍ଣ୍ଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରବାସୀ ଖୋଜୁଛି ସବୁଠୁ ଖୁସି ଦେଶ
Next Post Next post:
‘ପାକ୍‌ ସହ ଆଲୋଚନା କରୁ କେନ୍ଦ୍ର’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts