ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି ଜଣେ ଯୁବକ ଦୋକାନରୁ ୧୪ ଗ୍ରାମ ଓଜନର ଏକ ସୁନା ହାର ଲୁଟି ନେଇ ଫେରାର ହୋଇଯାଇଛନ୍ତି। ଦୋକାନରେ ଲାଗିଥିବା ସିସିଟିଭିରେ ଏହା କଏଦ ହୋଇଛି। ପୋଲିସ ସିସିଟିଭି ଫୁଟେଜ ଆଧାରରେ ଘଟଣାର ଅଧିକ ତଦନ୍ତ ଚଳାଇଛି।
ସୂଚନା ଯୋଗ୍ୟ, ଜଣେ ଯୁବକ ଦୋକାନକୁ ଆସି ମାଲିକଙ୍କୁ ସୁନା ହାର ଦେଖାଇବାକୁ କହିଥିଲେ। ସେ ଏକ ୧୪ ଗ୍ରାମ ଓଜନର ସୁନା ହାର ତାଙ୍କୁ ଦେଖାଇଥିଲେ। ସେତିକିବେଳେ୨ ଜଣ ମହିଳା ଗ୍ରାହକ ଦେକାନକୁ ଆସିବାରୁ ତାଙ୍କୁ ମଧ୍ୟ ମାଲିକ ଅନ୍ୟ ସୁନା ଅଳଙ୍କାର ଦେଖାଉଥିଲେ। ଏହାର ସୁଯୋଗ ନେଇ ଯୁବକ ଜଣଙ୍କ ଏକ ହାର ନେଇ ଦୋକାନରୁ ଚମ୍ପଟ ମାରିଥିଲେ। ଏହା ଜାଣିବା ପରେ ଦୋକାନ ମାଲିକ ସୋର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.