E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା

ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର
11:25 pmJune 23, 2021

ଝାରସୁଗୁଡା ଅଫିସ୍‌,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍‌ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଳିଡିହି ଗ୍ରାମର ଉମେଶ ଚନ୍ଦ୍ର ପଟେଲ(୬୨)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ସଦର ଥାନା ପୋଲିସ ଏକ ମାମଲା(ନଂ.୧୦୪।୨୧) ରୁଜୁ କରି ତଦନ୍ତ ଚଳାଇଛି।

ଗାଡି ସମ୍ପର୍କରେ ଜାଣିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି ବୋଲି ଆଇଆଇସି ସୁଚିସ୍ମିତା ମହାନ୍ତି କହିଛନ୍ତି। ସାଇକେଲ୍‌ ଚାଳକ ଜଣଙ୍କ କୌଣସି କାମରେ ଛକକୁ ଆସିଥିଲେ। ସାଇକେଲ୍‌ ଧରି ଛକର ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ବେଳେ ଏକ ଗାଡି ତାଙ୍କୁ ଧକ୍କାଦେଇ ଫେରାର ହୋଇଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା View All

ସଙ୍କଟରେ ଇସ୍ପାତ ଶିଳ୍ପ

ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍‌...

ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର

ବାଲେଶର ଅଫିସ, ୧୬।୬- ବାଲେଶ୍ୱର ଜିଲା ସେରଗଡ ବ୍ରିଜ ଉପରେ ବୁଧବାର ଭୋର ସମୟରେ ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର ହୋଇଯାଇଛନ୍ତି। ସମନାଥପୁର...

୨ ବିଭାଗର ଅବହେଳାରୁ ଦନ୍ତା ମୃତ

ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ

ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...

ଅନ୍‌ଲକ୍‌ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍‌

ଛତ୍ରପୁର,୧୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍‌ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍‌ ଜୋନ୍‌ରେ ରହିଛି। ଜିଲାରେ ଏବେ ୫୦୦ ତଳେ...

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...

ଭୋଟର ତାଲିକାରୁ ୩୪ ବାଦ୍‌

ଜଗତ୍‌ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌
Next Post Next post:
ଭାରତ ହାତକୁ ଆସୁନି ଆଇସିସି ଟ୍ରଫି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts