ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ବେଳେ ୭,୩୯,୩୭୬ଜଣ ସୁସ୍ଥ ହୋଇଛନ୍ତି। ୭୬,୭୫୦ ଜଣ ଚିକିିତ୍ସିତ ହେଉଛନ୍ତି। ୩୦୩୫ ଜଣଙ୍କ ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.