ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ ୪୦ ତଳକୁ ଖସିଛି କରୋନା ମୃତ୍ୟୁ ସଂଖ୍ୟା। କରୋନା ଆଜି ୩୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି। ଏହି ୩୮ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଥିବା ବେଳେ କଟକ ଓ ବରଗଡ଼ରୁ ୫ ଲେଖାଏ ଅଛନ୍ତି। ମୟୂରଭଞ୍ଜ ଓ ପୁରୀ ଜିଲାରୁ ୪ ଲେଖାଏଙ୍କ ପ୍ରାଣ ଯାଇଛି। ସେହିପରି ସମ୍ବଲପୁରରୁ ୩ ଜଣ ପ୍ରାଣ ହରାଇଛନ୍ତି। ଏହାବାଦ ଜଗତସିଂହପୁର, ଝାରସୁଗୁଡ଼ାରୁ ୨ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ଼ରୁ ଜଣେ ଲେଖାଏ କରୋନାରେ ଆଖି ବୁଜିଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା
ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍ଫେଡ୍ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ...
ୟୁଜି,ପିଜି ପରୀକ୍ଷାକୁ ନେଇ ଏଭଳି ନିଷ୍ପତ୍ତି
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଚଳିତ ବର୍ଷ ୟୁଜି/ପିଜି ପରୀକ୍ଷା ପ୍ରାୟତଃ ଅନୁଷ୍ଠିତ ହେବ। ଶନିବାର ବସିଥିବା କୁଳପତିମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ...
୨ ଦିନ ବର୍ଷା
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...
୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ
ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି।...
ଶିକ୍ଷାବିତ୍ ବେଣୁମାଧବଙ୍କ ପରଲୋକ
ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ...


