E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର
7:22 pmJune 19, 2021

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।

ନାବାଳକ ଶନିବାର ଘରେ ମୋବାଇଲରେ ଗେମ୍‌ ଖେଳୁଥିଲେ। ହେଲେ ତାଙ୍କର ମା’ ପାଠ ପଢିବାକୁ ତାଙ୍କୁ ତାଗିଦ୍‌ କରିଥିଲେ। ଏଥିରେ ସେ ରାଗିଯାଇ ଶୋଇବା ଘର ଭିତରେ ଫ୍ୟାନରେ ରଶି ଲଗାଇ ଆମତ୍ହତ୍ୟା କରିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଅନନ୍ତପୁର ଫାଣ୍ଡି ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ନାବାଳକ ଦଶମ ଶ୍ରେଣୀରେ ପାଠ ପଢୁଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ...

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼  ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ...

ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...

ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ...

ଆଗକୁ ବିପଦ କୋଭିଡ୍‌ ଆବର୍ଜନା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮ ଦିନର ବିବାହରେ ଏମିତି କ’ଣ ହେଲା
Next Post Next post:
ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts