ବାହାନଗା,୧୯ା୬: ମୋବାଇଲରେ ଗେମ୍ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।
ନାବାଳକ ଶନିବାର ଘରେ ମୋବାଇଲରେ ଗେମ୍ ଖେଳୁଥିଲେ। ହେଲେ ତାଙ୍କର ମା’ ପାଠ ପଢିବାକୁ ତାଙ୍କୁ ତାଗିଦ୍ କରିଥିଲେ। ଏଥିରେ ସେ ରାଗିଯାଇ ଶୋଇବା ଘର ଭିତରେ ଫ୍ୟାନରେ ରଶି ଲଗାଇ ଆମତ୍ହତ୍ୟା କରିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଅନନ୍ତପୁର ଫାଣ୍ଡି ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ନାବାଳକ ଦଶମ ଶ୍ରେଣୀରେ ପାଠ ପଢୁଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.