E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ମୟୂରଭଞ୍ଜ

ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ
6:56 amJune 28, 2021June 28, 2021

ବାରିପଦା ଅଫିସ,୨୭ା୬: ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀଙ୍କ କବଳରୁ ଖସି ଆସିଥିବା ହରିଣଟି ରବିବାର ଭୋର୍‌ରୁ ଜାଲରେ ଛନ୍ଦି ହୋଇପଡ଼ିଛି। ବାରିପଦା ବନଖଣ୍ଡ ଅଧୀନ ପିଠାବଟା ରେଞ୍ଜ ଦନାମାରା ଗ୍ରାମ ରତିକାନ୍ତ ବେହେରାଙ୍କ ପୋଖରୀ ବାଡ଼ିରେ ଲାଗିଥିବା ଜାଲରେ ହରିଣଟି ଲାଗିରହିଥିଲା। ଏହାକୁ ଗ୍ରାମବାସୀ ଅକ୍ଷତ ଅବସ୍ଥାରେ ଜାଲରୁ ଉଦ୍ଧାର କରିଛନ୍ତି। ଏ ସଂକ୍ରାନ୍ତରେ ବନବିଭାଗକୁ ଖବର ଦିଆଯାଇଛି। ଭୋର୍‌ ସମୟରେ ୩ ଜଣ ଶିକାରୀ ଧନୁତୀର ଧରି ଶିମିଳିପାଳ ପଟୁ ଗୋଡ଼ାଇଥିଲେ। ଶିକାରୀଙ୍କ କବଳରୁ ବର୍ତ୍ତିବା ପାଇଁ ହରିଣଟି ଜନବସତି ଆଡ଼କୁ ପଳାଇ ଆସିଥିଲା। ତେବେ ରତିକାନ୍ତଙ୍କ ବାଡ଼ରେ ଲାଗିଥିବା ଜାଲରେ ହରିଣଟି ଛନ୍ଦି ହୋଇପଡ଼ିଛି। ଏହା ଦେଖି ଶିକାରୀମାନେ ସେଠାରୁ ପଳାଇଥିଲେ। ଅଭୟାରଣ୍ୟରେ ଅବାଧ ଶିକାରୀଙ୍କ ପ୍ରବେଶ ଯୋଗୁ ବନ୍ୟଜନ୍ତୁ ଅସୁରକ୍ଷିତ ହୋଇପଡ଼ିଛନ୍ତି ବୋଲି ଅଞ୍ଚଳରେ ଆଲୋଚନା ହେଉଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ମୟୂରଭଞ୍ଜ View All

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର...

ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର

ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ...

ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ

ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ...

ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ...

ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା...

ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌

ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି।...

ପ୍ରସ୍ତାବ ମାତ୍ରେ ଅଣଦେଖା

ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ
Next Post Next post:
ଗଛ ମୂଳେ ଆଶ୍ରୟ ନେବା ହେଲା କାଳ

Leave a comment

Cancel reply

Your email address will not be published. Required fields are marked *

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts