E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମୟୂରଭଞ୍ଜ, ରାଜ୍ୟ

କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ
7:45 amJune 26, 2021June 28, 2021

ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ ଭାବେ ପ୍ରକଳ୍ପରୁ କେନାଲରେ ପାଣି ଛଡ଼ାଯାଇଛି। କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ, ଜିଲାପାଳ ବିନୀତ ଭରଦ୍ୱାଜ, ଏସ୍‌ପି ସ୍ମିଥ୍‌ ପି.ପରମାର, କରଞ୍ଜିଆ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ, ଦେଓ ପ୍ରକଳ୍ପର ମୁଖ୍ୟ ବାଦଲ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ ଅନୀଲ କୁମାର ପାଣିଗ୍ରାହୀ ପ୍ରମୁଖ ଏହାର ଉଦ୍‌ଘାଟନ କରିଛନ୍ତି। ଦୀର୍ଘ ୨୯ ବର୍ଷ ପରେ ମୟୂରଭଞ୍ଜ ଓ କେନ୍ଦୁଝରବାସୀଙ୍କ ସ୍ବପ୍ନ ପୂରଣ ହୋଇଥିବା ବେଳେ ହଜାର ହଜାର ଚାଷୀ ଏଥିରୁ ଉପକୃତ ହୋଇପାରିବେ। ପ୍ରକଳ୍ପର ଦକ୍ଷିଣ କେନାଲରେ ଥିବା ୩୨.୬୯ କି.ମି. ପର୍ଯ୍ୟନ୍ତ ପାଣି ଛଡ଼ାଯାଇଛି। ଖରିଫ ଚାଷ ପାଇଁ ୩୫ ଶହ ହେକ୍ଟର ଚାଷଜମିକୁ ଜଳସେଚନ ହେବାକୁ ଥିବାରୁ ଚାଷୀ ମହଲରେ ଖୁସିର ଲହରୀ ଖେଳିଯାଇଛି।
ସେହିପରି ପ୍ରକଳ୍ପର ଉତ୍ତରରେ ଥିବା ୨୫.୩୦ କି.ମି. କେନାଲ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ମୟୂରଭଞ୍ଜ ଜିଲା ପାଞ୍ଚପିଢ ଉପଖଣ୍ଡର ୬ ହଜାର ୬୭୭ ହେକ୍ଟର ଓ କେନ୍ଦୁଝର ଜିଲାର ୩ ହଜାର ୨୨୩ ହେକ୍ଟର ଜମିରେ ଜଳସେଚନ ହୋଇପାରିବ। ପ୍ରକାଶ ଯେ, ଏହି ପ୍ରକଳ୍ପ ନିମନ୍ତେ ୧୯୯୨ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଦ୍ୱାରା ଶିଳାନ୍ୟାସ କରାଯାଇଥିଲା। ବହୁ ବାଦବିବାଦ ମଧ୍ୟରେ ଉକ୍ତ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବାକୁ ଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inମୟୂରଭଞ୍ଜ, ରାଜ୍ୟ View All

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

୭ରୁ ପ୍ରାକ୍‌ ମୌସୁମୀ ବର୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା...

ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ...

୪ ଅତିରିକ୍ତ ଏସ୍‌ପିଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍‌ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ...

କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି

ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍‌ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍‌ମେଣ୍ଟର୍‌: କୋଭିଡ୍‌-୧୯ ଆଣ୍ଡ୍‌...

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଂକ୍ରମଣରୁ ମୁକ୍ତି ପାଇଁ ବର୍ଷାଦିନେ ଖାଆନ୍ତୁ ଏସବୁ ଫଳ
Next Post Next post:
କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts