E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ

ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ
8:08 pmJune 6, 2021

ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ ବିବାହ ନ କଲେ ଏସିଡ଼ ମାଡ଼ କରିବା ସହ ହତ୍ୟା ଧମକ ଦେଉଥିବା ନେଇ ଯୁବତୀଙ୍କ ମା’ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ପୋଲିସ ଏକ ମାମଲା (ନଂ.୨୪୯/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସମ୍ପୃକ୍ତ ଯୁବକ ନିଜକୁ ଇଞ୍ଜିନିୟର ପରିଚୟ ଦେଇ ଯୁବତୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ପରେ ସେ ଇଞ୍ଜିନିୟର ନୁହେଁ ବୋଲି ଯୁବତୀ ଜାଣିପାରି ତାଙ୍କ ପକ୍ଷରୁ ବିବାହ ପାଇଁ ପ୍ରତ୍ୟାଖାନ କରାଯାଇଥିଲା। ଯୁବକ ଜଣଙ୍କ ଏଥିରେ ରାଗିଯାଇ ଯୁବତୀଙ୍କ ଉପରେ ଏସିଡ୍‌ ମାଡ଼ କରିବେ ଓ ଅନ୍ୟ କାହା ସହ ବିବାହ କରାଇ ଦେବେ ନାହିଁ ବୋଲି ବିଭିନ୍ନ ଧମକ ଦେଇଥିବା ଏତଲାରେ ଦର୍ଶାଯାଇଛି। ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ ଆଲୋକ କୁମାର ଜେନା ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All

ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍‌ ଶୋ’ରୁମ୍‌ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ...

ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି

ବରଗଡ଼ ଅଫିସ୍‌,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା...

ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌

ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି।...

ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ...

ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ...

ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍‌ କଲା ପ୍ରଶାସନ

ବାଲିଗୁଡ଼ା,୯ା୬(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍‌ଡାଉନ୍‌ ଶଟ୍‌ଡାଉନ୍‌ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ...

ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ

ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...

ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୋମବାରଠୁ ଲାଗି ରହିବ ବର୍ଷା
Next Post Next post:
ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts