E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଜାଣନ୍ତୁ କିଏ ସେହି ‘ଚେଲ୍ଲମ ସାର୍‌’; ‘ଫ୍ୟାମିଲି ମ୍ୟାନ୍‌-୨’ରେ ଯାହାଙ୍କ ଚରିତ୍ର ଜିଣୁଛି ହୃଦୟ…
12:34 pmJune 9, 2021

ବମ୍ବେ: ରିଲିଜ୍‌ ପରଠାରୁ ଦର୍ଶକଙ୍କ ମନ ଜିଣୁଛି ‘ଦ ଫ୍ୟାମିଲି ମ୍ୟାନ୍‌ ସିଜନ ୨’। ସିରିଜର ପ୍ରତ୍ୟେକଟି ଚରିତ୍ର ସ୍ବତନ୍ତ୍ର ଛାପ ଛାଡ଼ୁଥିବା କୁହାଯାଉଛି। ଏସବୁ ମଧ୍ୟରୁ ଗୋଟିଏ ହେଲା ଚେଲ୍ଲମ ସାର୍‌ଙ୍କ ଚରିତ୍ର। ସେ ପରଦାରେ ଜଣେ ସିକ୍ରେଟ୍‌ ଏଜେଣ୍ଟ ଏବଂ ଅସୁବିଧା ସମୟରେ ସହାୟତା କରୁଥିବା ବ୍ୟକ୍ତିଙ୍କ ଭୂମିକାରେ ନଜର ଆସୁଛନ୍ତି।

ଚେଲ୍ଲମ ସାର୍‌ଙ୍କ ଭୂମିକାର ସ୍କ୍ରିନ୍‌ ଟାଇମ୍‌ ୧୫ ମିନିଟ୍‌ ରହିଥିଲା। ଏହି ଭୂମିକାରେ ନଜର ଆସିଥିଲେ ତାମିଲ ଅଭିନେତା ତଥା ନିର୍ଦ୍ଦେଶକ ଉଦୟ ମହେଶ(ଉଦୟଭାନୁ ମହେଶ୍ୱରନ୍‌)। ସେ ପାଖାପାଖି ୨୦ ତାମିଲ ଚଳଚ୍ଚିତ୍ରରେ କାମ କରିଛନ୍ତି। ଏହାଛଡ଼ା ସେ ଓ୍ବେବ୍‌ ସିରିଜ୍‌ରେ ମଧ୍ୟ ନଜର ଆସିଛନ୍ତି।

ଉଦୟ ନଓ୍ବାଜୁଦ୍ଦିନ ସିଦ୍ଧକୀଙ୍କ ଫିଲ୍ମ ‘ସିରିୟସ ମ୍ୟାନ୍‌’ରେ କାମ କରିଥିଲେ। ଫିଲ୍ଟଟି ନେଟ୍‌ଫ୍ଲିକ୍ସରେ ରିଲିଜ ହୋଇଥିଲା। ଏହାଛଡ଼ା ମାଡ୍ରାସ କ୍ୟାଫେ, ୨୦୧୬ରେ ରଜନୀକାନ୍ତଙ୍କ ଫିଲ୍ମ ‘କବାଲି’ରେ ସେ ନଜର ଆସିଥିଲେ। ଆଗାମୀ ଦିନରେ ସେ ତାମିଲ ଥ୍ରିଲର ଫିଲ୍ମ ‘ବାନୁଙ୍ଗମୁଦି’ରେ ନଜର ଆସିବେ। ୨୦୨୨ରେ ଏହା ରିଲିଜ ହେବ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍‌ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ

୮୦ ଦଶକରେ ଫିଲ୍ମକୁ ଦର୍ଶକ ବହୁତ ପସନ୍ଦ କରୁଥିଲେ। ସେହି ସମୟରେ ଏପରି ଅନେକ ଫିଲ୍ମ ଥିଲା ଯେଉଁଥିରେ ଅଭିନେତା ନୁହନ୍ତି ବରଂ ଅଭିନେତ୍ରୀ ଲିଡ୍‌...

ଲକ୍‌ଡାଉନରେ ଡ୍ରାଇଭ୍‌ କରି ଫସିଲେ ଦିଶା-ଟାଇଗର

ମୁମ୍ବାଇ: ବି-ଟାଉନର ଲଭ୍‌ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍‌ଙ୍କୁ ଲକ୍‌ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍‌ରେ ବାହାରିଥିବା...

ଏହି ଅଭିନେତ୍ରୀଙ୍କ ପାଇଁ ଅର୍ଜୁନ କପୁରଙ୍କୁ ବହୁତ ମାଡ଼ ଖାଇବାକୁ ପଡ଼ିଥିଲା, କାରଣ ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ଅଭିନେତା ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ...

ପ୍ରେମିକଙ୍କ ସହ ନିର୍ବନ୍ଧ ଭାଙ୍ଗିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ପ୍ରେମିକଙ୍କ ସହ ସମ୍ପର୍କ ଛିନ୍ନ କରିଛନ୍ତି ଅଭିନେତ୍ରୀ ଲୀନା ଜୁମାନି। ଏକତା କପୁରଙ୍କ ଧାରାବାହିକ କୁମ୍‌କୁମ୍‌ ଭାଗ୍ୟରେ ତନୁଶ୍ରୀ ଭୂମିକାରେ ନଜର ଆସୁଥିବା ଲୀନା...

ଅଭିନେତାଙ୍କୁ ଭଲ ପାଇ ପଶ୍ଚାତାପ କରୁଛନ୍ତି ଏହି ଅଭିନେତ୍ରୀ, କହିଲେ ଜୀବନରେ ଫିଲ୍ମ ଇଣ୍ଡଷ୍ଟ୍ରିର ଆଉ କାହାକୁ ଭଲ ପାଇବିନି

ମୁମ୍ବାଇ: ଅଭିନେତ୍ରୀ ମିନୀଷା ଲାମ୍ବା ଆଜିକାଲି ପର୍ସନାଲ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସ୍ବାମୀଙ୍କଠାରୁ ଛାଡ଼ପତ୍ର ପାଇବା ପରେ ଜଣେ ବ୍ୟକ୍ତିଙ୍କ ସହ ରିଲେସନଶିପ୍‌ରେ ରହୁଥିଲେ।...

ଅଭିନୟ ପାଇଁ କମାଇଥିଲେ ଓଜନ…

ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା
Next Post Next post:
ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts