E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍‌ଡିଆଇ ସୀମା ବଢ଼ିପାରେ
11:19 amJune 21, 2021June 27, 2021

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ନିୟମ ପ୍ରତିବନ୍ଧକ ହେଉଛି। ଏହି ସମସ୍ୟାକୁ ଦୂର କରିବା ଲାଗି ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ରାଷ୍ଟ୍ରାୟତ୍ତ ତେଲ ଏବଂ ବାଷ୍ପ କମ୍ପାନୀରେ ୧୦୦% ଏଫ୍‌ଡିଆଇକୁ ଅନୁମତି ଦେବାଲାଗି ପ୍ରସ୍ତାବ ପ୍ରସ୍ତୁତ ହୋଇଛି। ଡ୍ରାଫ୍ଟ କ୍ୟାବିନେଟ ନୋଟ ଉପରେ ବିଭିନ୍ନ ବିଭାଗର ମଞ୍ଜୁରୀ ଲୋଡାଯାଇଥିବା ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

୧୩୪ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

ମଲ୍‌ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍‌ସିଏଆଇ

ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍‌ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍‌ ଇଣ୍ଡିଆ...

କୋଲ୍‌ ଇଣ୍ଡିଆ ଦେଇପାରେ ଅତିରିକ୍ତ ଡିଭିଡେଣ୍ଡ

ନୂଆଦିଲ୍ଲୀ: କୋଲ୍‌ ଇଣ୍ଡିଆ ଏହାର ଅଂଶୀଦାରଙ୍କୁ ୨୦ରୁ ୨୫ ପ୍ରତିଶତ ଅତିରିକ୍ତ ଡିଭିଡେଣ୍ଡ ଦେଇପାରେ। ସୋମବାର ହେବାକୁ ଥିବା କମ୍ପାନୀର ବୋର୍ଡ ବୈଠକରେ ଏ ନେଇ...

୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ

ନୂଆଦିଲ୍ଲୀ:  ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୮୩ ବିଲିୟନ ଡଲାରର କ୍ଷତି ସହିବାକୁ ପଡ଼ିଛି। ଏହି ଅବଧିରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୩%...

ଏମ୍‌ଏସ୍‌ଏମ୍‌ଇକୁ କଞ୍ଚାମାଲ ଚିନ୍ତା

ନୂଆଦିଲ୍ଲୀ: ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନ କଞ୍ଚାମାଲ ମୂଲ୍ୟ ବୃଦ୍ଧି ଯୋଗୁ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଅଲ ଇଣ୍ଡିଆ କାଉନସିଲ...

ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...

ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା

ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରିଲାଏନ୍ସ ବୋର୍ଡରେ ରହିପାରେ ସାଉଦି ଆରାମକୋ
Next Post Next post:
ସିଂଘଓ୍ବି ରାମଦେବ ମୁହାଁମୁହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts