ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍ଡିଆଇ) ନିୟମ ପ୍ରତିବନ୍ଧକ ହେଉଛି। ଏହି ସମସ୍ୟାକୁ ଦୂର କରିବା ଲାଗି ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ରାଷ୍ଟ୍ରାୟତ୍ତ ତେଲ ଏବଂ ବାଷ୍ପ କମ୍ପାନୀରେ ୧୦୦% ଏଫ୍ଡିଆଇକୁ ଅନୁମତି ଦେବାଲାଗି ପ୍ରସ୍ତାବ ପ୍ରସ୍ତୁତ ହୋଇଛି। ଡ୍ରାଫ୍ଟ କ୍ୟାବିନେଟ ନୋଟ ଉପରେ ବିଭିନ୍ନ ବିଭାଗର ମଞ୍ଜୁରୀ ଲୋଡାଯାଇଥିବା ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.