ଛତ୍ରପୁର,୨୮।୬(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି। ମୋ ନିବେଦନ ପ୍ଲାଟଫର୍ମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅନ୍ଲାଇନରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ରଙ୍ଗେଈଲୁଣ୍ଡା ବ୍ଲକର ପଞ୍ଚୟତ ସ୍ତରୀୟ ଅଭିଯୋଗ ଶୁଣାଣି ପାଇଁ ଯୋଡି ହୋଇଥିଲେ। ଜନସାଧାରଣ ସେମାନଙ୍କ ସମସ୍ୟା ଓ ଅଭିଯୋଗ (ଭିସି) ଜରିଆରେ ଜିଲାପାଳଙ୍କୁ ଜଣାଇଥିଲେ। ଏହି ସମୟରେ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଉତ୍ତର ଦେଇଥିଲେ। ଏଣିକି ପ୍ରତି ସୋମବାର ଜିଲା ସ୍ତରରେ ଓ ଶନିବାର ବ୍ଲକ ସ୍ତରରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ହେବ ବୋଲି ଜିଲାପାଳ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.