E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

୩୫୦୦୦ ଟଙ୍କାର ବେଲ୍ଟ କିଣି ଆଣିଲେ ଝିଅ, ମା’ କହିଲେ…
9:30 amJune 17, 2021

ରାଞ୍ଚିର ଜଣେ ମହିଳାଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଅନୀତା ଗୁପ୍ତା ନାମକ ଜଣେ ମହିଳାଙ୍କ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର ହୋଇଛି। ଏଥିରେ କ୍ୟାପଶନ ଲେଖାଯାଇଛି, ମୋ’ ଡିପିଏସ୍‌ ବେଲ୍ଟ, ଫିଚରିଂ ବିହାରି ମମ୍‌’। ଛବି ଗୁପ୍ତା ନାମକ ଜଣେ ଯୁବତୀ ଗୁଚିର ଏକ ବେଲ୍ଟ କିଣି ଆଣିଥିଲେ। ସେ ଯେତେବେଳେ ଏହି ବେଲ୍ଟର ଦାମ୍‌ ତାଙ୍କ ମା’ଙ୍କୁ କହିଲେ, ସେତେବେଳେ ତାଙ୍କ ମା’ ମଜାଳିଆ ପ୍ରତିକ୍ରିୟା ଦେଇଥିଲେ। ସେ କହିଲେ ଏ ତ ଡିପିଏସ୍‌ ସ୍କୁଲର ପିଲାମାନେ ବାନ୍ଧନ୍ତି। ଛବି ମା’ଙ୍କୁ ବେଲ୍ଟର ଦାମ୍‌ କହିବାରୁ ସେ ଆଶ୍ଚର୍ଯ୍ୟ ହୋଇଥିଲେ। କହିଲେ ବଜାରକୁ ଯାଅ ଆଉ ୧୫୦ ଟଙ୍କାରେ ବେଲ୍ଟ କିଣି ଆଣ। ଏହି ବେଲ୍ଟରେ ତୁମକୁ ଏବେ ମାରିବି। ଆଉ ତାଙ୍କ ବିହାରି ସ୍ବରରେ କହୁଥିବା କଥା ଭାଇରାଲ ହେଉଛି। ଛବି ମା’ଙ୍କର ଏପରି ପ୍ରତିକ୍ରିୟା ଦେଖି ହସି ହସି ଗଡୁଛନ୍ତି। ସେ ତାଙ୍କ ମା’ଙ୍କ ପ୍ରତିକ୍ରିୟା ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହାକୁ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି।

ଛବି ଲେଖିଛନ୍ତି, ମୁଁ ଯେତେବେଳେ ବି ମୋ’ ମାଙ୍କୁ କିଛି କୁହେ, ସେ ଏମିତି ମଜାଳିଆ ଢଙ୍ଗରେ ଉତ୍ତର ଦିଅନ୍ତି। ଯାହାକୁ ମୁଁ ରେକର୍ଡିଂ କରି ସୋସିଆଲ ମିଡିଆରେ ଶେୟାର କରିଛି। ଛବିଙ୍କ ଏହି ପୋଷ୍ଟକୁ ଲୋକେ ଖୁବ୍‌ ପସନ୍ଦ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ସିମ୍‌ କାର୍ଡ କୋଣ କାହିଁକି କଟାଥାଏ: ଜାଣନ୍ତୁ ରହସ୍ୟ

ବିଶ୍ୱରେ ଏପରି କୌଣସି ମୋବାଇଲ ନାହିଁ, ଯାହା ସିମ କାର୍ଡ ବିନା ଚାଲିଥାଏ। ପ୍ରତ୍ୟେକ ଫୋନରେ ସିମ ସ୍ଲଟ ରହିଛି। ସିମ କାର୍ଡର ନିଜସ୍ବ ଆକାର...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

ଉଚ୍ଚ କୋଠାରୁ ଓହ୍ଲାଇବାକୁ ମାଙ୍କଡ଼ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି...

ଅଦା ଖାଇ ମାଙ୍କଡ଼ ହେଉଛି ଏପରି, ମୁହଁକୁ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର...

ଅନ୍‌ଲାଇନ୍‌ରେ ଯୁବତୀ ଅର୍ଡର କରିଥିଲେ ଡ୍ରେସ୍‌, ଘରେ ପହଞ୍ଚିଲା…

ଅନ୍‌ଲାଇନ୍‌ ଶପିଂର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି, କିନ୍ତୁ ଲୋକେ ଅଭିଯୋଗ କରନ୍ତି ଯେ, ସେମାନେ ଓ୍ବେବ୍‌ସାଇଟ୍‌ରେ ଡ୍ରେସ୍‌ର ଫଟୋ ଏବଂ ରଙ୍ଗ ଦେଖନ୍ତି।...

ମାଲିକଙ୍କୁ ଏମିତି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଲା ହାତୀ, ଦେଖିଲେ ଆଖିରେ ରହିବନି ଲୁହ

ହାତୀ ଏବଂ ମଣିଷ ମଧ୍ୟରେ ବନ୍ଧୁତା ଫିଲ୍ମ ‘ହାଥୀ ମେରା ସାଥୀ’ରେ ନିଶ୍ଚିତ ଦେଖିଥିବେ। ଫିଲ୍ମରେ ହାତୀ ମରିବା ପରେ ଅଭିନେତା ହାତୀକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା
Next Post Next post:
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts