ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ ଦେଇଛନ୍ତି । ସେମାନଙ୍କୁ ନିଜର ପରିଚୟ ଦେଇଛନ୍ତି। ନିଷ୍ପାପ ଶିଶୁ ମୁହଁରେ ହସ ଫୁଟାଇ ପାରିଛନ୍ତି। ସେମାନଙ୍କ ପାଇଁ ଆଜିବି ଆମେ ଗର୍ବିତ।
ସେଥି ମଧ୍ୟ୍ୟରୁ ପ୍ରସିଦ୍ଧ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଅନ୍ୟତମ। ମିଥୁନଙ୍କ ଚାରି ସନ୍ତାନ ଥାଇ ସୁଦ୍ଧା ତାଙ୍କ ସାନ ଝିଅ ଦିଶାନୀଙ୍କୁ ସେ ଆବର୍ଜନାରୁ ପାଇଥିଲେ। ପରେ ତାଙ୍କୁ ନିଜର ନାଁ ଦେଇ ବଡ଼ କରିଥିଲେ। ବାପାର ପରିଚୟ ଦେଇ ସବୁ ସ୍ନେହ ସେ ତାଙ୍କ ଉପରେ ଅଜାଡି ଦେଇଥିଲେ। ବର୍ତ୍ତମାନ ଦିଶାନି ଆମେରିକାରେ ରହି ପାଠ ପଢ଼ୁଛନ୍ତି।
ଭାବୁକ ହେଲେ ଫର୍ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’
ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍’। ମହାନ ଧାବକ ପଦ୍ମଶ୍ରୀ ମିଲ୍ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା...
ଏହି ଫିଲ୍ମର ଶେଟ୍ରେ ପ୍ରଥମ ଥର ପାଇଁ ନିଶାଙ୍କୁ ଭେଟିଥିଲେ କରନ୍; ଗଣମାଧ୍ୟମ ସମ୍ମୁଖରେ କରିଥିଲେ ପ୍ରପୋଜ୍; ଏବେ…
ବମ୍ବେ: ସବୁକିଛି ତ ଠିକ୍ ଥିଲା। ହେଲେ ଏପରି କ’ଣ ହେଲା ଯେ କଥା ଥାନାରେ ପହଞ୍ଚିଲା। ସୋମବାର ଟେଲି ଅଭିନେତା କରନ୍ ମେହେରା ଗିରଫ...
ବିଶ୍ୱାସ କରିପାରୁନାହାନ୍ତି ରଣବୀର
ଗତ କିଛି ବର୍ଷ ମଧ୍ୟରେ ରଣବୀର ସିଂ ନିଜକୁ ଜଣେ ଲୋକପ୍ରିୟ ଅଭିନେତା ଭାବରେ ପ୍ରତିପାଦିତ କରିସାରିଛନ୍ତି। ଯେ କୌଣସି ଭୂମିକା ହେଉ ତାହାକୁ ବେଶ୍...
‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’
ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...
ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍ଜନ ଅଭିନେତା
ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ...
ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…
ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...
ବମ୍ବେର ଟ୍ରକ୍ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି
ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ...
ଚିତ୍ର ଆଙ୍କିବାରେ ମନ
କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ...


