E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଫୁରସତ

ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…
1:04 pmJune 16, 2021

ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା କେବେ କଳ୍ପନା କରି ହେବ ନାହିଁ।

ଏକ ରିପୋର୍ଟ ଅନୁଯାୟୀ, ବିବାହ ପରେ ନବଦମ୍ପତି ବହୁତ ଖୁସି ଥିଲେ। ମାତ୍ର ସଂସାର କ’ଣ ଜାଣିବା ଆଗରୁ ସବୁକିଛି ଉଜୁଡ଼ି ଗଲା। ଚତୁର୍ଥୀ ରାତିରେ ସ୍ତ୍ରୀ ସ୍ବାମୀଙ୍କୁ ଛାଡ଼ି ପରିପାରିକୁ ଚାଲିଗଲେ।

ବ୍ରାଜିଲର ଇବ୍‌ରାଇଟ୍‌ ସହରରେ ଏମିତି ଦୁଃଖଦ ଘଟଣା ଘଟିଛି। ୧୮ ବର୍ଷୀୟା ଯୁବତୀଙ୍କ ବିବାହ ଜଣେ ୨୯ ବର୍ଷୀୟ ଯୁବକଙ୍କ ସହ ହୋଇଥିଲା। ବିବାହ ପରେ ବେଶ୍‌ ହସଖୁସିରେ ଦୁହେଁ ଥିଲେ। ପୋଲିସ କହିବାନୁଯାୟୀ, ଚତୁର୍ଥୀ ରାତିରେ ଦେହ ବହୁତ ଅସୁସ୍ଥ ହୋଇପଡ଼ିଲା। ସ୍ବାମୀ ସେତେବେଳ ପର୍ଯ୍ୟନ୍ତ କିଛି ବୁଝିପାରିଲେ ନାହିଁ। କନ୍ୟା ଜଣକ ତଳେ ପଡ଼ିଗଲେ। ଏହା ଦେଖି ସ୍ବାମୀ ଚିନ୍ତାରେ ପଡ଼ିଗଲେ। ସେ ସଙ୍ଗେ ସଙ୍ଗେ ପଡ଼ୋଶୀଙ୍କୁ ଫୋନ୍‌ କରି ଡାକିଥିଲେ। ପରେ ସ୍ତ୍ରୀଙ୍କୁ ହସ୍ପିଟାଲ ନେବାକୁ ଟ୍ୟାକ୍ସି ଡାକିଥିଲେ। ମାତ୍ର ଟ୍ୟାକ୍ସିଚାଳକ ମନା କରିବାରୁ ସେ ଆଉ ଗୋଟିଏ ଟ୍ୟାକ୍ସି ଡାକିଥିଲେ। ସେ ମଧ୍ୟ ସାହାଯ୍ୟ କରିବାକୁ ମନା କରିଦେଇଥିଲେ। ଜରୁରିକାଳୀନ ସେବା ପାଇଁ ତାଙ୍କ ଘରେ ପାରାମେଡିକ୍ସ ଷ୍ଟାଫ୍‌ ପହଞ୍ଚିଲେ। ସେତେବେଳେ ତାଙ୍କ ସ୍ତ୍ରୀ ନିଃଶ୍ୱାସ ନେଇପାରୁଥିଲେ। ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଲା। ଆଉ କାଳ ବିଳମ୍ବ ନ କରି ସେ ଆମ୍ବୁଲାନ୍ସରେ ହସ୍ପିଟାଲ ନେଇଗଲେ। ମାତ୍ର ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କର ବ୍ରୋଙ୍କାଇଟ୍‌ସ ନାମକ ଏକ ରୋଗ ଥିବା ଜଣାପଡ଼ିଥିଲା।

ପୋଲିସ କହିଛି, କନ୍ୟାଙ୍କ ଶରୀରରେ କୌଣସି କ୍ଷତଚିହ୍ନ ନାହିଁ। ପୋଲିସ ମଧ୍ୟ ଏହି ମୃତ୍ୟୁକୁ ଅକାଳ ମୃତ୍ୟୁ ବୋଲି ସ୍ବୀକାର କରିଛି। ସ୍ତ୍ରୀଙ୍କ ମୃତ୍ୟୁରେ ସ୍ବାମୀ କହିଛନ୍ତି, ମୁଁ କେବେ ଭାବି ନ ଥିଲି ସେ ମୋତେ ଏତେ ଶୀଘ୍ର ଆଉ ଏମିତି ଅବସ୍ଥାରେ ଛାଡ଼ି ଚାଲିଯିବେ ବୋଲି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଫୁରସତ View All

ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ

ଓ୍ବାଶିଂଟନ୍‌,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...

କିଛି ବି ଅର୍ଡର କରି ନ ଥିଲେ; ହେଲେ ଆମାଜନ୍‌ରୁ ମହିଳାଙ୍କ ଘରେ ପହଞ୍ଚିଲା ୧୫୦ ପ୍ୟାକେଟ; ଖୋଲି ଦେଖିବା ପରେ…

ଅନ୍‌ଲାଇନ୍‌ରେ ଅର୍ଡର ନ କରିବି କିଛି ପହଞ୍ଚିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ସେଭଳି କିଛି ଘଟିଛି ଆମେରିକାର ଜିଲିୟାନ୍‌ କନ୍ନନ୍‌ଙ୍କ କ୍ଷେତ୍ରରେ। ସେ କିଛି...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...

ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...

ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…

ଚାଇନାର ଜଣେ ମହିଳା ୧୯ ଜଣଙ୍କୁ ବାହା ହୋଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ଖାଲି ଏତିକି ନୁହେଁ, ବିବାହ ନାଁରେ ଲୋକଙ୍କୁ ୨ କୋଟିରୁ ଅଧିକ...

ମାସ୍କ୍‌ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଜେରୁଜେଲମ୍‌,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ...

ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍‌ଙ୍କ ଇସ୍ତଫା

ଓ୍ବାଶିଂଟନ୍‌, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍‌ ଦାତବ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…
Next Post Next post:
ବିବାହର ଚାରି ମାସ ପରେ ଘରକୁ ଆସିଥିଲା କୁନି ଅତିଥି; ପୁଅର ଫଟୋ ଶେୟାର କରି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts