E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ
10:23 pmJune 9, 2021

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦ ତାରିଖରେ ମୃତ୍ୟୁ ଘଟିଥିଲା। ବୃଦ୍ଧ ନନ୍ଦଲାଲ୍‌ଙ୍କ ନିକଟରୁ ସୁନାଚେନ୍‌ ଓ ୧୦ ହଜାର ଟଙ୍କା ଲୁଟ୍‌ ହୋଇଥିବା ନେଇ ତାଙ୍କର ପୁଅ ପ୍ରଶାନ୍ତ ବିଶ୍ୱାଳ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତିକିରି କୋଭିଡ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଝାରସୁଗଡ଼ା ଟାଉନ୍‌ ଥାନାରେ ଅଭିଯୋଗ କରିଥିଲେ। ଏନେଇ ଝାରସୁଗୁଡା ଟାଉନ୍‌ ଥାନା ପୋଲିସ ଏକ ମାମଲା(ନଂ.୨୭୩।୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ପୋଲିସ ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କୋଭିଡ୍‌ ହସ୍ପିଟାଲ୍‌ ତଦାରଖ ଦାୟିତ୍ୱରେ ଥିବା ହାଇଟେକ୍‌ ହସ୍ପିଟାଲ୍‌ର ଠିକାଶ୍ରମିକ ଠେଲକୁଲିର ଜଗୁନ୍‌ ବାଗ, ଓଏମ୍‌ପି ଭୂଇଁଆପଡାର ଟାର୍ଜ୍ଜନ ଘାସି, ଝାରସୁଗୁଡ଼ା ମଙ୍ଗଳବଜାରର ଦୋହିତ୍‌ ସିନ୍ଧିରିଆ ଓ ସୁନା ଚେନ୍‌ କିଣିଥିବା କମଳ କିଶୋର ସୁନା(୩୮)। ପୋଲିସ ତାଙ୍କ ନିକଟରୁ ଚୋରି ହୋଇଥିବା ସୁନା ଚେନ ଜବତ କରିଛି।

ପୋଲିସ୍‌ ତଦନ୍ତରୁ ଜାଣିବାକୁ ପାଇଛି, ବୃଦ୍ଧ ନନ୍ଦଲାଲ୍‌ଙ୍କ ମୃତ୍ୟୁ ପରେ ତାଙ୍କ ମରଶରୀରକୁ ଶ୍ମଶାନକୁ ନେବା ପାଇଁ ଠିକାଶ୍ରମିକମାନେ ପ୍ୟାକିଂ କରିଥିଲେ। ଏହି ସମୟରେ ସୁନାଚେନ କାଢି ନେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ View All

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିବା ପରେ ଆତ୍ମହତ୍ୟା କଲେ ସ୍ବାମୀ

ପୁରୁଷୋତ୍ତମପୁର,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ଛେଲୁ ଗ୍ରାମରେ ଜଣେ ମଦ୍ୟପ ସ୍ବାମୀ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସେ ସ୍ତ୍ରୀଙ୍କ ମୁଣ୍ଡକୁ ପଥର ଛେଚି...

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...

ଗଞ୍ଜାମର ୬.୪୩ ଲକ୍ଷ ନେଲେଣି ପ୍ରଥମ ଡୋଜ୍‌ ଟିକା

ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ...

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...

ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା...

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ
Next Post Next post:
ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts