E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବରଗଡ଼

ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା
10:39 pmJune 18, 2021

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇିଛି । ଜିଲାର ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ପୋଲ ନିର୍ମାଣର ଆବଶ୍ୟକତା ନେଇ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କୁ ଟୁଇଟ କରିବା ପରେ ଶୁକ୍ରବାର ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅଙ୍ଗ ନଦୀ ଉପରେ ପ୍ରସ୍ତାବିତ ପୋଲ ନିର୍ମାଣ ପାଇଁ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି।
ସୂଚନା ଯୋଗ୍ୟ, ପୋଲ ନ ଥିବା ଯୋଗୁ ଚର୍ଦାପାଲି ସମେତ ବିଭିନ୍ନ ଗ୍ରାମର ଲୋକେ ଯାତାୟତ କ୍ଷେତ୍ରରେ ଅସୁବିଧାର ସମ୍ମୁଖିନ ହେବା ସହିତ ବିଭିନ୍ନ ଅତ୍ୟାବଶ୍ୟକୀୟ ସେବା ପାଇବାରୁ ବଞ୍ଚିତ ହୋଇ ଆସୁଛନ୍ତି। ଅନ୍ୟପକ୍ଷରେ ଏଭଳି ସମସ୍ୟା ଯୋଗୁ ସେମାନେ ପଡୋଶୀ ଛତିଶଗଡ଼ ଉପରେ ନିର୍ଭର କରିବାକୁ ବାଧ୍ୟ ହେଉଛନ୍ତି। ତେବେ ପୋଲ ନିର୍ମାଣ ଦାବିରେ ଗ୍ରାମବାସୀ ପୂର୍ବରୁ ଆନ୍ଦୋଳନକୁ ଓହ୍ଲାଇ ଥିବା ବେଳେ ଛତିଶଗଡରେ ମିଶିବା ନେଇ ଚେତାବନୀ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବରଗଡ଼ View All

ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର...

୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ

ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...

ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...

ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

ଗଞ୍ଜାମ,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ...

ସିଏସ୍‌ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ...

ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ

ଅନୁଗୋଳ ଅଫିସ, ୨ା୬ – କୋଭିଡ୍‌-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...

କୋଭିଡ ନିୟମ କଡାକଡି ପାଳନ ନିର୍ଦ୍ଦେଶ: ଚାଲିଚାଲି ଯାଇ ସ୍ଥିତି ପରଖିଲେ ଜିଲାପାଳ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): କରୋନା ମହାମାରୀ ନେଇ ଲକ୍‌ଡାଉନ୍‌ ଉଠି ନ ଥିବା ବେଳେ କଟକଣା କୋହଳ ହୋଇଛି। ଏଣୁ ସମସ୍ତେ କୋଭିଡ ନିୟମ ମାନିବାକୁ ବାଧ୍ୟତାମୂଳକ ଏହାକୁ...

ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ

ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା
Next Post Next post:
‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts