E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି
12:16 pmJune 7, 2021

ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା ବିବାହ କରିବାକୁ ମନା କରିଦେଇଛନ୍ତି। ଖାଲି ଏତିକି ନୁହେଁ, କନ୍ୟାପକ୍ଷ ବରଙ୍କ ସମେତ ବରଯାତ୍ରୀଙ୍କୁ ଅଟକ ରଖିଛନ୍ତି।

ପ୍ରତାପଗଡ଼ର କୁଟିଲା ଅହିନା ଗାଁରୁ ବର ଟିକରି ଗାଁକୁ ଆସିଥିଲେ। କନ୍ୟାଙ୍କ ଗେଟ୍‌ ପାଖରେ ବର ନିଶାରେ ଟଳୁଥିବା ଦେଖିଥିଲେ ପରିବାର ସ୍ବଜନ। ଏହି ସମୟରେ ବଧୂ ବେଶରେ ବସିଥିବା କନ୍ୟାଙ୍କୁ ତାଙ୍କ ସହ ନାଚିବାକୁ ବାଧ୍ୟ କରିଥିଲେ ବର। ତେବେ କନ୍ୟା ବରଙ୍କର ଏପରି ଅବସ୍ଥା ଦେଖି ବିବାହ କରିବାକୁ ମନା କରି ଦେଇଥିଲେ। ଯିଏ ଯେତେ ବୁଝାଇଲେ ମଧ୍ୟ ସେ ବୁଝି ନ ଥିଲେ। ଗ୍ରାମବାସୀ ଏବଂ କନ୍ୟାଙ୍କ ବନ୍ଧୁ ପରିଜନ ଏକାଠି ହୋଇ ବର ଏବଂ ବରଯାତ୍ରୀଙ୍କୁ ପିଟିବା ସହ ତାଙ୍କୁ ଅଟକାଇ ରଖିଥିଲେ। ଦୁଇପକ୍ଷଙ୍କ ବୁଝାମଣା ପାଇଁ ଘଣ୍ଟାଏ ଧରି ପଞ୍ଚାୟତ ବସିଲା। ମାତ୍ର କନ୍ୟା ବିବାହ କରିବେ ନାହିଁ ବୋଲି ସଫା ସଫା ମନା କରିଦେଲେ। ଶେଷରେ ବର ଶିଶୁପାଳ ହୋଇ ଘରକୁ ଫେରିଯାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଏଆଇଏଡିଏମ୍‌କେରୁ ୧୭ ନେତା ବହିଷ୍କୃତ

ଚେନ୍ନାଇ, ୧୫।୬(ଆଇଏଏନ୍‌ଏସ୍‌): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍‌କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର...

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ...

ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ

ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ...

ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୬: ଜମ୍ମୁ-କଶ୍ମୀର ଶୋପିଆନର ହାଜିପୁରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ହୋଇଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି।...

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...

ମେଘାଙ୍କୁ ପୁଲିଜର

ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍‌ଙ୍କୁ ମର୍ଯ୍ୟାଦାଜନକ...

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...

ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମେଦବହୁଳତା ଓ ଆଜ୍‌ମା
Next Post Next post:
ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts