E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..
1:23 pmJune 20, 2021

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ ଶିଶୁ ବୋଲି କହିଛନ୍ତି। ଡାକ୍ତର କହିଛନ୍ତି, ଶିଶୁଟିର ଜନ୍ମ ପରେ ରାଜ୍ୟରେ ଥିବା ସମସ୍ତ ହସ୍ପିଟାଲର ନବଜାତକଙ୍କ ରିପୋର୍ଟ ଏକାଠି କରାଯାଇଥିଲା। ଯାହା ପରେ ଜଣାପଡ଼ିଥିଲା କି, ଏହି ଶିଶୁଟି ହିଁ ସବୁଠୁ ଅଧିକ ଓଜନର ହୋଇଛି।

ସୂଚନାରୁ ଜଣାପଡ଼ିଛି ଯେ, କନପୁରର ପାର୍ଟ-୨ କ୍ଷେତ୍ରରେ ରହୁଥିବା ୨୭ ବର୍ଷୀୟା ଜୟା ଦାସ ୧୭ ଜୁନ୍‌ରେ ସତୀନ୍ଦ୍ର ମୋହନ ଦେବ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କର ପ୍ରସବ ତାରିଖ ମେ’ ୨୯ରେ ଥିଲା। ମାତ୍ର ୨୦ ଦିନ ବିଳମ୍ବ ହୋଇସାରିଥିଲା। ଜୟାଙ୍କର ପ୍ରଥମ ସନ୍ତାନ ଯେହେତୁ ସିଜରିଆନ୍‌ ହୋଇଥିଲା ତେଣୁ ଦ୍ୱିତୀୟ ସନ୍ତାନ ପାଇଁ ଚିନ୍ତାରେ ଥିଲେ ପରିବାର ଲୋକେ। ତେବେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ପୂରା ଡାକ୍ତରୀ ଟିମ୍‌ ତାଙ୍କର ସିଜରିଂ କରିଥିଲେ। ଜୟା ୫.୨ କିଲୋଗ୍ରାମର ଶିଶୁପୁତ୍ର ଜନ୍ମ ଦେଇଛନ୍ତି।

ଡାକ୍ତରମାନେ କୁହନ୍ତି, ପୂର୍ବରୁ ଯେଉଁ ନବଜାତକ ସବୁ ହସ୍ପିଟାଲରେ ଜନ୍ମ ନେଇଥିଲେ ସେମାନଙ୍କ ଓଜନ ୨.୫ରୁ ୩ କେଜି ଭିତରେ ହୋଇଥିଲା। ମାତ୍ର ଏହି ଶିଶୁର ଓଜନ ଯଥେଷ୍ଟ ଅଧିକ। ଯାହାକି ଆସାମ ରାଜ୍ୟରେ ପ୍ରଥମ ବୋଲି ଡାକ୍ତର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

୨ ଭଉଣୀଙ୍କୁ ଗଣବଳାତ୍କାର

ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ...

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩...

ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…

ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦...

୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍‌…

ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍‌ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...

ଜଗ୍ଗି ବାସୁଦେବରୁ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ...

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା...

ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…

ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮ ବର୍ଷୀୟା ମାଗାଜିନ୍‌ ସମ୍ପାଦିକା
Next Post Next post:
ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts