E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର
11:14 amJune 18, 2021

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି। ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ଏହି ଐତିହ୍ୟ ଘୋଡ଼ା ପ୍ରତିମୂର୍ତ୍ତି ରାଜ୍ୟ ସରକାରଙ୍କ ଏକ ପ୍ରତୀକ। ଓଡ଼ିଶାର ଐତିହ୍ୟ ଏବଂ କୀର୍ତ୍ତିରାଜିକୁ ଚିହ୍ନଟ କରୁଥିବା ଏହି ଘୋଡ଼ା ମୂର୍ତ୍ତିକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ ବୋଲି ସୁର କହିଛନ୍ତି। ସ୍ଥାନାନ୍ତର ବେଳେ ତୀବ୍ର ବିରୋଧ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ୧୯୮୮ ମସିହାରେ ମାଷ୍ଟରକ୍ୟାଣ୍ଟିନ ଛକରେ ସ୍ଥାପିତ ହୋଇଥିବା ଏହି ଘୋଡା ମୂର୍ତ୍ତିକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସ୍ମାର୍ଟସିଟି ଓ ବିଏମ୍‌ସି ପକ୍ଷରୁ ୬ ମାସ ତଳେ ସଂସ୍କୃତି ବିଭାଗକୁ ଚିଠି ଲେଖାଯାଇଥିଲା। ଯାହା ଉପରେ ସଂସ୍କୃତି ବିଭାଗ ଏବେ ମୋହର ମାରିଛି। ଏହା ସହ ସ୍ମାର୍ଟ ଜନପଥ କାର୍ଯ୍ୟରେ ମାଷ୍ଟରକ୍ୟାଣ୍ଟିନଠାରେ ମଲଟି ମୋଡାଲ ହବ୍‌ ହେବା ନେଇ ଯୋଜନା ଥିବାରୁ ଏହାର ସ୍ଥାନାନ୍ତରଣ ଜରୁରୀ ବୋଲି ସଂସ୍କୃତି ବିଭାଗ ପକ୍ଷରୁ କୁହାଯାଇଛି। କାରଣ ମଲଟି ମୋଡାଲ ହବ୍‌ ହେବା ପରେ ଏହି ଘୋଡ଼ା ଲୁଚି ଯିବାର ସମ୍ଭାବନା ଥିବାରୁ ଏହାକୁ ସ୍ଥାନାନ୍ତରଣ ପାଇଁ ନିଷ୍ପତ୍ତି ନିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆର୍‌ପିଡିଏସିକୁ ଡର

ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ବୈଠକ...

ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍‌ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ...

ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ

ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍‌ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ।...

ଯୁକ୍ତିତର୍କରୁ ଭୁଜାଲି ଚୋଟ

କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି...

ବାଡେଇ ବାଡେଇ ଥାନାରେ ଛାଡିଲେ

ଭଦ୍ରକ ଅଫିସ, ୨୦।୬: ଏଟିଏମ୍‌ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୫୩ ବଲ୍‌ରୁ ବିସ୍ଫୋରକ ଶତକ ହାସଲ କଲେ ଏହି ଟେଷ୍ଟ କ୍ରିକେଟର୍‌
Next Post Next post:
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts