E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି
3:00 pmJune 17, 2021

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ ପ୍ରଶସ୍ତୀକରଣ କରିଯାଉଥିବାରୁ ଏହି ଘୋଡ଼ାକୁ ସ୍ଥାନାନ୍ତର କରାଯିବ। ୬ ମାସ ତଳେ ସଂସ୍କୃତି ବିଭାଗକୁ ଚିଠି ଲେଖିଥିଲା ସ୍ମାର୍ଟ ସିଟି। ତେବେ ଏହି ପ୍ରସ୍ତାବ ଉପରେ ସଂସ୍କୃତି ବିଭାଗ ଏବେ ମୋହର ମାରିଛି ।

ଏହି ପ୍ରକ୍ରିୟା ପାଇଁ ପ୍ରାୟତଃ ମାସେ ସମୟ ଲାଗିବ। ସ୍ମାର୍ଟ ଜନପଥ କାର୍ଯ୍ୟରେ ମାଷ୍ଟରକ୍ୟାଣ୍ଟିନରେ ମଲଟି ମୋଡାଲ ହବ୍‌ ନେଇ ଯୋଜନା ରହିଛି । ଏଥିପାଇଁ ଘୋଡ଼ାକୁ ସ୍ଥାନାନ୍ତରଣ କରାଯିବା ଜରୁରୀ ବୋଲି କହିଛନ୍ତି ସଂସ୍କୃତି ବିଭାଗ ନିର୍ଦ୍ଦେଶକ । କାରଣ ମଲଟି ମୋଡାଲ ହବ ହେବା ପରେ ମାଷ୍ଟରକ୍ୟାଣ୍ଟିନ ଛକରେ ଏହି ଘୋଡ଼ା ଆଉ ଅଧିକ ଦୃଶ୍ୟମାନ ହେବ ନାହିଁ । ଏହି ସ୍ଥାପତ୍ୟ ଲୁଚିଯିବାର ସମ୍ଭାବନା ଥିବାରୁ ଏହାକୁ ସ୍ଥାନାନ୍ତର କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ଅନ୍ୟପକ୍ଷରେ ଏହି ଘୋଡ଼ା ସ୍ଥାନାନ୍ତରଣକୁ ବିରୋଧ କରିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା...

ଓଜେଇଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର...

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ...

କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪...

ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ...

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି)...

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…
Next Post Next post:
ଆଉ ଲୋଡ଼ା ୪୬ ରନ୍‌; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts