E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ହନିମୁନ୍‌ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼
11:26 amJune 26, 2021June 27, 2021

ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି ଦୁଃଖ ଦାୟକ। ତେବେ ଜାଣନ୍ତୁ କରିସ୍ମାଙ୍କ ସମ୍ପର୍କିତ କିଛି ବ୍ୟକ୍ତିଗତ କଥା।

୨୦୦୨ ମସିହାରେ କରିସ୍ମା ଏବଂ ଅଭିଷେକ ବଚ୍ଚନଙ୍କ ନିର୍ବନ୍ଧ ହୋଇଥିଲା। ଜୟା ବଚ୍ଚନ ମଧ୍ୟ ତାଙ୍କ ଭାବି ବୋହୂଙ୍କୁ ଗଣମାଧ୍ୟମରେ ପରିଚୟ ଦେଇଥିଲେ। କିନ୍ତୁ ଏହି ନିର୍ବନ୍ଧ ଭାଙ୍ଗିଯାଇଥିଲା। ପରେ କରିସ୍ମା ଦିଲ୍ଲୀର ବ୍ୟବସାୟୀ ସଞ୍ଜୟ କପୁରଙ୍କୁ ବିବାହ କରିଥିଲେ। ବିବାହ ପରେ ସେ ଫିଲ୍ମ ଜଗତରୁ ଦୂରେଇ ଯାଇଥିଲେ।

ମାତ୍ର ସଞ୍ଜୟଙ୍କ ସହିତ ତାଙ୍କର ବିବାହ ମାତ୍ର ୧୧ ବର୍ଷ ଠିକ୍‌ରେ ଚାଲିଥିଲା। ପରେ ଦୁହିଁଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିଲା। ବିବାହ ବିଚ୍ଛେଦ ନେଇ କରିସ୍ମା ଏବଂ ସଞ୍ଜୟଙ୍କ ପରସ୍ପର ବିରୋଧରେ ଅନେକ ଅଭିଯୋଗ ଆଣିଥିଲେ। କରିସ୍ମା କହିଥିଲେ ହନିମୁନ୍‌ରେ ସଞ୍ଜୟ ତାଙ୍କୁ ନିଲାମ ଡାକିଥିଲେ। ଛାଡପତ୍ର ପରେ କରିସ୍ମା ତାଙ୍କ ଶାଶୁ ଏବଂ ସ୍ବାମୀଙ୍କ ବିରୋଧରେ ଅନେକ ଆଶ୍ଚର୍ଯ୍ୟ କଲାଭଳି ଅଭିଯୋଗ ଆଣିଥିଲେ।

କରିସ୍ମା କହିଥିଲେ, ସେତେବେଳେ ସବୁକିଛି ସରିଯାଇଥିଲା। କୌଣସି ବିକଳ୍ପ ମୋ ହାତରେ ନଥିଲା, ସେତେବେଳେ ମୁଁ ପୋଲିସ ନିକଟରେ ଅଭିଯୋଗ କଲି। ହନିମୁନ ସମୟରେ ସଞ୍ଜୟ ତାଙ୍କ ଭାଇଙ୍କ ସହ ଆଲୋଚନା କରୁଥିଲେ ଯେ ନିଲାମରେ ମୁଁ ତାଙ୍କ ପାଇଁ କେତେ ଟଙ୍କା ଆଣି ପାରିବି। ଏସବୁ ଶୁଣି ମୁଁ ବହୁତ ଆଶ୍ଚର୍ଯ୍ୟ ହୋଇଗଲି। ଯେତେବେଳେ ମୁଁ ଗର୍ଭବତୀ ଥିଲି, ଶାଶୁ ମୋତେ ପୋଷାକ ପାଇଁ ପିଟି ଥିଲେ। ସଞ୍ଜୟଙ୍କ ଅନ୍ୟ ଜଣେ ମହିଳାଙ୍କ ସହ ସମ୍ପର୍କ ଥିବା କରିସ୍ମା ଅଭିଯୋଗ କରିଥିଲେ।

ଛାଡପତ୍ର ଆବେଦନରେ ସଞ୍ଜୟ ଅଭିଯୋଗ କରିଥିଲେ କରିସ୍ମା ଜଣେ ଭଲ ମା’ ନୁହଁନ୍ତି। ସେ କେବଳ ଟଙ୍କା ପାଇଁ ସଞ୍ଜୟଙ୍କୁ ବିବାହ କରିଥିଲେ। ବର୍ତ୍ତମାନ ଉଭୟ ଅଲଗା ହୋଇଯାଇଛନ୍ତି । ସଞ୍ଜୟ ପୁନର୍ବାର ବିବାହ କରିଥିବାବେଳେ କରିସ୍ମା ଏବେ ବି ଅବିବାହିତା ରହି ନିଜ ପିଲା ସହ ଅଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ...

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର...

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...

ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଶୁଟିଂ କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡରେ କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଡ ପରଦାରେ ମା’ ଭୂମିକା ପାଇଁ ଫିଟ ବିବେଚିତ ହୋଇଥିଲେ। ରିମା ଲାଗୁ ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ...

ସିଦ୍ଧାର୍ଥ ମଲହୋତ୍ରାଙ୍କ ସହ କରନ୍‌ ଜୋହରଙ୍କ ରହିଥିଲା ପ୍ରେମ ସମ୍ପର୍କ ! ଦୁଇ ବର୍ଷ ଧରି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଖାସ ସେଥିପାଇଁ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ କଥା ଲୋକଲୋଚନକୁ ଆସିଯାଇଥାଏ। ସେଥିରୁ କିଛି ଗୁଜବ ମଧ୍ୟ...

ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍‌ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ...

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହାମାରୀରେ ବଢ଼ିଛି ଡ୍ରଗ୍ସ ସେବନ
Next Post Next post:
ସରକାରୀ ବାବୁ ଗରିବଙ୍କ ପାଖରେ ପହଞ୍ଚନ୍ତୁ, କହିଲେ ମନ୍ତ୍ରୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts