E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କ୍ରାକ୍‌ଜିକ୍‌-ସାଲିସବୁରୀ ଚାମ୍ପିୟନ
9:04 amJune 11, 2021

ପ୍ୟାରିସ, ୧୧।୬-
ଆମେରିକାର ଡେଜାରେ କ୍ରାକ୍‌ଜିକ୍‌ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ ଫାଇନାଲରେ ଏହି ଆମେରିକା-ବ୍ରିଟେନ ଯୋଡ଼ି ରୁଷିଆର ଅସଲାନ କାରାତ୍ସେଭ ଓ ଏଲିନା ଭେସନିନାଙ୍କୁ ୨-୬, ୬-୪, ୧୦-୫ ସେଟ୍‌ରେ ପରାସ୍ତ କରିଛନ୍ତି। ଏଥିସହ ସାଲିସବୁରୀ ଫ୍ରେଞ୍ଚ୍‌ ଓପନର ମୁଖ୍ୟ ଡ୍ର’ରେ ୩୯ ବର୍ଷର ଟାଇଟଲ ଶୂନ୍ୟତାର ଅନ୍ତ ଘଟାଇଛନ୍ତି। ମୁଖ୍ୟ ଡ୍ର’ର ୫ ଇଭେଣ୍ଟ ମଧ୍ୟରୁ ଶେଷ ବ୍ରିଟିଶ୍‌ ଖେଳାଳିଭାବେ ଜନ୍‌ ଲୟଡ ୧୯୮୨ରେ ମିକ୍ସଡ ଡବଲ୍ସ ଟାଇଟଲ ଜିତିଥିଲେ। ସେ ଅଷ୍ଟ୍ରେଲିଆର ଓ୍ବେଣ୍ଡି ଟର୍ନବୁଲଙ୍କୁ ସାଥିକରି ଖେଳିଥିଲେ। ଉଭୟ କ୍ରାକ୍‌ଜିକ୍‌ ଏବଂ ସାଲିସବୁରୀ ସେମାନଙ୍କ ପାର୍ଟନର ସହ ଡବଲ୍ସ ଇଭେଣ୍ଟର ପ୍ରାରମ୍ଭିକ ପର୍ଯ୍ୟାୟରୁ ହାରି ଯାଇଥିଲେ। ଫଳରେ ସେମାନେ ମିକ୍ସଡ ଡବଲ୍ସ ଉପରେ ଫୋକସ କରିଥିଲେ।

 


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର...

ଅଲିମ୍ପିକ ପ୍ରସ୍ତୁତି ପାଇଁ ବିସିସିଆଇ ଦେବ ୧୦ କୋଟି

ନୂଆଦିଲ୍ଲୀ, ୨୧ା୬(ପି.ଟି.)-ଅଲିମ୍ପିକ୍ସରେ ଭାଗନେବାକୁ ଥିବା ଭାରତୀୟ ଆଥ୍‌ଲେଟମାନଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ସହାୟତା...

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ...

ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ

ଦୋହା, ୮।୬(ପି.ଟି.): ଚଳିତ ଫିଫା ବିଶ୍ୱକପ୍‌ ଓ ଏସିଆନ କପ୍‌ କ୍ୱାଲିଫାୟର୍ସ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ସୋମବାର ପଡ଼ୋଶୀ ବାଂଲାଦେଶକୁ ୨-୦ ଗୋଲରେ ପରାସ୍ତ କରିଛି।...

ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା

ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...

ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି

ନୂଆଦିଲ୍ଲୀ,୧୭।୬: ଶେଷ ହେବାକୁ ଯାଉଛି ଅପେକ୍ଷା। ୟୁକେର ସାଉଥାମ୍ପଟନଠାରେ ଶୁକ୍ରବାର ଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌...

ପର୍ତ୍ତୁଗାଲ-ଫ୍ରାନ୍ସ ମ୍ୟାଚ୍‌ ଡ୍ର: ରୋନାଲ୍ଡୋ ରେକର୍ଡ ସମକକ୍ଷ

ବୁଦାପେଷ୍ଟ,୨୫।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ରାଉଣ୍ଡ ଅଫ୍‌ ୧୬ କାର୍ଯ୍ୟସୂଚୀ ସ୍ପଷ୍ଟ ହୋଇଛି। ଶନିବାରଠାରୁ ନକ୍‌ଆଉଟ ପର୍ଯ୍ୟାୟ ଆରମ୍ଭ ହେବ। ଗ୍ରୁପ୍‌ ଏଫ୍‌’ରେ ପର୍ତ୍ତୁଗାଲ ଓ...

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଦି ହଣ୍ଡ୍ରେଡ୍‌’ରେ ୫ ଭାରତୀୟ ମହିଳା ଖେଳିବେ
Next Post Next post:
କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts