E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଯେଉଁ ଲ୍ୟାବ୍‌ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର
8:49 amJune 24, 2021

ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହି ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଉତ୍ପନ୍ନ ହୋଇଛି। ଏହି କାରଣରୁ ଜାଣିଶୁଣି ଚାଇନା କରୋନା ଭାଇରସ୍‌ ଛାଡିଥିବା ସାରା ବିଶ୍ୱରେ ଆଲୋଚନା ହେଉଛି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ବିବାଦୀୟ ଲ୍ୟାବକୁ ଚାଇନା ପୁରସ୍କାର ପାଇଁ ମନୋନୀତ କରିଛି।
କୋଭିଡ-୧୯ ଉପରେ ଉତ୍କୃଷ୍ଟ ଗବେଷଣା କରିବା ଦିଗରେ କରାଯାଇଥିବା ପ୍ରୟାସ ପାଇଁ ଉହାନ ଲ୍ୟାବ୍‌କୁ ଚାଇନାର ଏକାଡେମୀ ଅଫ ସାଇନ୍ସ ଦ୍ୱାରା ମନୋନୀତ କରାଯାଇଛି। ଚାଇନାର ଏକାଡେମୀ ଅଫ ସାଇନ୍ସ କହିଛି ଯେ, ଉହାନ ଲ୍ୟାବ ଦ୍ୱାରା କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଅନୁସନ୍ଧାନ ହେତୁ ଏହା କରୋନା ଭୁତାଣୁର ଉତ୍ପତ୍ତି, ମହାମାରୀ ବିଜ୍ଞାନ ଏବଂ ଏହାର ରୋଗ ସମ୍ବନ୍ଧୀୟ ଯାନ୍ତ୍ରିକ କୌଶଳ ବୁଝିବାରେ ସାହାଯ୍ୟ କରିଛି। ଫଳସ୍ବରୂପ, କରୋନା ଭୂତାଣୁ ବିରୁଦ୍ଧରେ ଔଷଧ ଏବଂ ଟିକା ତିଆରି ପାଇଁ ରାସ୍ତା ସଫା ହୋଇଥିଲା। ଏଥି ସହିତ, ଉହାନ ଲ୍ୟାବ ମହାମାରୀର ବିସ୍ତାର ତଥା ରୋକିବା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ଏବଂ ବୈଷୟିକ ସହାୟତା ପ୍ରଦାନ କରିଥିଲା। ଏକାଡେମୀ ଅନୁଯାୟୀ, ଉହାନ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜିର ଅନୁସନ୍ଧାନ କରୋନା ମହାମାରୀ ରୋକିବା ଏବଂ କରୋନା ଟିକା ସୃଷ୍ଟି ଦିଗରେ ଏକ ଅଦ୍ୱିତୀୟ ଅବଦାନ ରଖିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍‌ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…

ବାର୍ସାଲୋନା,୩ା୬: ସ୍ପେନ୍‌ର ଏକ ବାର୍‌ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍‌ ମାଲିକ ତାଙ୍କୁ...

ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍‌ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ...

ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା

ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା...

ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ

ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍‌ର ରୂପ ନେଇଛି। ଏହି ଷ୍ଟ୍ରେନ୍‌ ବ୍ରିଟେନରେ ଆତଙ୍କ...

‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’

ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌...

ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ

ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର...

ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…

ତେଳଅଭିବ୍‌,୧୦।୬: ଇସ୍ରାଏଲ୍‌ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ
Next Post Next post:
କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts