ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍। ଏଭଳି ଏକ ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ। ରଜ ପାଖେଇ ଆସୁଥିବାରୁ ଗ୍ରାହକଙ୍କୁ ଲୁଚାଛପାରେ ଦୋକାନ ଭିତରକୁ ନିଆଯାଉଥିଲା। ପରେ ସଟର ପକାଇ ଭିତରେ ଲୁଗା ବିକ୍ରି ଚାଲିଥିଲା। ଲକ୍ଡାଉନ୍ ନିୟମକୁ ନ ମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଦୋକନ ସିଲ୍ ଏବଂ ଗିରଫ କରାଯିବ ବୋଲି ଗୁରୁବାର ପୋଲିସ କମିଶନର ଚେତାବନୀ ଦେଇଥିଲେ। ତାହା ସତ୍ତ୍ୱେ ଏଭଳି ଲୁଚାଛପା ବେପାର ଚାଲିଛି, ଯାହା ଚିନ୍ତା ବଢ଼ାଉଛି।
ୟୁଟ୍ୟୁବ୍ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ...
ଟିକା ନେଲେ ଜରାଶ୍ରମ ଅନ୍ତେବାସୀ
ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ...
ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ...
କେନ୍ଦ୍ରକୁ ଓଡ଼ିଶାର ଚିଠି
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା...
ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି
ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ...
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି...
୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ...
ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି
ବରଗଡ଼ ଅଫିସ୍,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା...


