E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଖୋର୍ଦ୍ଧା

ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ
3:43 pmJune 24, 2021June 28, 2021

ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮ ଗରା ସୁବାସିତ ଜଳରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପରେ ଗଜ ବେଶରେ ଦର୍ଶନ ଦେଇଛନ୍ତି।
ଗୁରୁବାର ଭୋର୍‌ ୪ଟାରେ ଦ୍ବାରଫିଟା, ୪.୩୦ରେ ମଙ୍ଗଳ ଆଳତି,ମଇଲମ, ଅବକାଶ, ତଡପଲାଗି ନୀତି ବଢ଼ି ୭ଟାରେ ଗୋପାଳ ବଲ୍ଲଭ ଭୋଗ ଲାଗି ହୋଇଥିଲା। ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଥିଲା। ୧୦ଟାରେ ପହଣ୍ଡି ଆରମ୍ଭ ହୋଇ ସାଢ଼େ ୧୦ଟାରେ ଚତୁର୍ଦ୍ଧା ବିଗ୍ରହ ସ୍ନାନ ମଣ୍ଡପରେ ବିଜେ କରିଥିଲେ। ପ୍ରଥମେ ଶ୍ରୀ ସୁଦର୍ଶନ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ପରେ ଶ୍ରୀଜଗନ୍ନାଥ ଧାଡ଼ି ପହଣ୍ଡିରେ ଆସି ବିଜେ କରିଥିଲେ। ପରେ ମଣ୍ଡପରେ ଅନ୍ୟ ନୀତି ସମ୍ପନ୍ନ ହୋଇଥିଲା। କାରୁଣ୍ୟ କୁଣ୍ଡରୁ ଜଳ ଆସିବା ପରେ ଚତୁର୍ଦ୍ଧା ବିଗ୍ରହ ଅଭିମନ୍ତ୍ରିତ ସୁବାସିତ ଜଳରେ ସ୍ନାନ କରିଥିଲେ। ବେଶ ଲାଗି ପରେ ମଙ୍ଗଳ ଆଳତି ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଥିଲା। ସନ୍ଧ୍ୟା ୬ଟାରେ ଚତୁର୍ଦ୍ଧା ବିଗ୍ରହ ପହଣ୍ଡି ହୋଇ ଅଣସର ଗୃହରେ ବିଜେ କରିବେ ବୋଲି ମନ୍ଦିର ମୁଖ୍ୟ ପୂଜକ ମହନ୍ତ କମଳ ଲୋଚନ ମହାରାଜ ସୂଚନା ଦେଇଛନ୍ତି। ସ୍ବଳ୍ପ ସଂଖ୍ୟକ ସେବାୟତରେ ସମସ୍ତ ନୀତି ସମ୍ପନ୍ନ ହୋଇଥିଲା। ମନ୍ଦିର ପରିଚାଳନା କମିଟି ସଦସ୍ୟ ଉପସ୍ଥିତି ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଖୋର୍ଦ୍ଧା View All

କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି। ଜନ ସଚେତନତା ଅଭାବ ସାଙ୍ଗକୁ...

ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର...

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ରୟତି ଜମିରୁ ବେଆଇନ ଗଛକଟା

ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍‌ କିସମ ମେଳ ଖାଉ ନ...

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ...

ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ

ନିରାକାରପୁର,୨ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ
Next Post Next post:
ରାଶିଫଳ: ଶୁକ୍ରବାର, ଜୁନ୍‌ ୨୫ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts