E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ

ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ
8:49 pmJune 20, 2021June 28, 2021

ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ଉଭୟେ ଦଣ୍ଡକାରଣ୍ୟ ଡିଭିଜନର ଦରଭା କମିଟିରେ କମାଣ୍ଡର ଭାବେ କାର୍ଯ୍ୟ କରୁଥିଲେ।
ସୂଚନା ଯୋଗ୍ୟ, ଆର୍ଛା ଜଙ୍ଗଲରେ ମାଓବାଦୀଙ୍କ ଶିବିର ଚାଲିଥିବା ଗୋଇନ୍ଦା ସୂଚନା ପାଇ ପୋଲିସ ପକ୍ଷରୁ କୋମ୍ବିଂ ଅପରେଶନ କରାଯାଇଥିଲା। ଜଙ୍ଗଲକୁ ପୋଲିସ ଆସିଥିବା ଜାଣି ପ୍ରଥମେ ମାଓବାଦୀମାନେ ଗୁଳିଚାଳନା କରିଥିଲେ। ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା। ପୋଲିସ ଗୁଳିର ସାମନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ପୋଲିସ ତଲାସି କଲା ବେଳେ ୨ଜଣ ମାଓବାଦୀ ନିହତ ହୋଇଥିବା ସ୍ପଷ୍ଟ ହୋଇଥିଲା। ଏଥିସହ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଜବତ ସାମଗ୍ରୀ ମଧ୍ୟରେ ୩ଟି ରାଇଫଲ୍‌, ଅନେକ ଜୀବନ୍ତ ଗୁଳି, ପୋଷାକ, ଔଷଧ ଏବଂ ଧନୁ ତୀର ରହିଛି । ଘଟଣା ସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଥିବା ବସ୍ତର ପୋଲିସ ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ View All

ଆଜିଠୁ ୩ ଜିଲାରେ ଗାଡ଼ି ବିକ୍ରି, ପଞ୍ଜୀକରଣ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

ତିନିଦିନ ତଳେ ରାଗିକି ଘର ଛାଡ଼ି ଯାଇଥିଲେ: ଏବେ ଗଛରୁ ଝୁଲନ୍ତା ମୃତଦେହ ଜବତ

ବ୍ରହ୍ମପୁର ଅଫିସ,୪ା୬: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ଫାଣ୍ଡି ନିକଟ ବେଡ଼ାବନ୍ଧ ହୁଡ଼ାରେ ଥିବା ଏକ ଖଜୁରୀ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା...

ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ

ଯାଜପୁର ଅଫିସ,୨।୬: ଲକ୍‌ଡାଉନ୍‌ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ...

୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ...

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର

କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାଡେଇ ବାଡେଇ ଥାନାରେ ଛାଡିଲେ
Next Post Next post:
ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts