E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କୋରାପୁଟ

ଦୁର୍ଘଟଣାରେ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ, ନିଜ କାର୍‌ ଅଟକାଇ ଗୁରୁତରଙ୍କୁ ହସ୍ପିଟାଲ ପଠାଇଲେ ବିଧାୟକ
6:04 pmJune 5, 2021

କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିଜେ ୧୦୮ ଆମ୍ବୁଲାନ୍ସ ଡକାଇ ହସ୍ପିଟାଲ ପଠାଇଥିବା ଜଣାପଡ଼ିଛି। ନବରଙ୍ଗପୁର ଜିଲା ଅନ୍ତର୍ଗତ ମାଝିଗୁଡ଼ାରେ ଏକ କାର୍‌ ଗଛରେ ପିଟି ହୋଇ ପଡ଼ି ରହିଥିଲା। ଅନେକ ଲୋକ ଉକ୍ତ ବାଟ ଦେଇ ଯାଉଥିଲେ ମଧ୍ୟ କେହି ଉଦ୍ଧାର କରି ନ ଥିଲେ ା ଏହି ସମୟରେ କୋରାପୁଟ ବିଧାୟକ ନବରଙ୍ଗପୁର ଯାଉଥିବାବେଳେ କାର୍‌ଟି ଦୁର୍ଘଟଣାଗସ୍ତ ଦେଖିବାକୁ ପାଇଥିଲେ। ତୁରନ୍ତ ଦୁର୍ଘଟଣାଗସ୍ତ କାର୍‌ରେ ଥିବା ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ଆମ୍ବୁଲାନ୍ସ ପହଞ୍ଚି ଆହତମାନଙ୍କୁ ହସ୍ପିଟାଲ ନେଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କୋରାପୁଟ View All

କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ

ବୁଗୁଡ଼ା, ୫।୬(ଡି.ଏନ୍‌.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା...

ଆଜି କ୍ରୋମାଇଟ୍‌ ନିଲାମ

ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍‌ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ...

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ...

ଆଇସିୟୁ, ଭେଣ୍ଟିଲେଟର ନାହିଁ

ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି...

ଦୁଇ ନାବାଳିକାଙ୍କୁ ୬୨ ବର୍ଷୀୟ ବୃଦ୍ଧଙ୍କ ଅସଦାଚରଣ ଅଭିଯୋଗ

ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ...

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା...

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍‌ଟ୍ରେଟର
Next Post Next post:
ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts