E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ
4:38 pmJune 19, 2021

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ ଘୋଷାରି ନିସ୍ତୁକ ମାଡ଼ ମାରିବା ସହ ଅସଦାଚରଣ କରିଥିବା ଥାନାରେ ଅଭିଯୋଗ ହୋଇଛି। ଗାଁର କିଛି ବ୍ୟକ୍ତି ଘଟଣାସ୍ଥଳରେ ପହଞ୍ଚିଯିବାରୁ ସେ ଚମ୍ପଟ ମାରିଥିବା ଜଣାପଡିଛି। ଏ ନେଇ ଦିଗପହଣ୍ଡି ଥାନାରେ ମାମଲା ହେବା ପରେ ଆଇଆଇସି ବସନ୍ତ କୁମାର ସେଠୀ ଅଭିଯୁକ୍ତ ଆକାଶଙ୍କ ନାଁ ରେ କେସ ନଂ.୧୫୩/୨୧ରେ ମାମଲା ରୁଜୁ କରିଛନ୍ତି। ଅଭିଯୁକ୍ତ ଗିରଫ ଭୟରେ ଫେରାର ଥିବା ଜଣାପଡିଛି।
ଶନିବାର ଉଭୟ ମା’, ଝିଅ ଏକ ଭୋଜି ଖାଇବାକୁ ଯାଉଥିବା ବେଳେ ଅଭିଯୁକ୍ତ ଆକାଶ ଝିଅକୁ କମେଣ୍ଟ ମାରିଥିଲେ। ମା’ ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତ ଉଭୟଙ୍କୁ ରାସ୍ତା ଉପରେ ନିସ୍ତୁକ ମାଡ଼ ମାରିଥିବା ଏତଲାରେ ଉଲ୍ଲେଖଅଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ରୟତି ଜମିରୁ ବେଆଇନ ଗଛକଟା

ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍‌ କିସମ ମେଳ ଖାଉ ନ...

ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ...

ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

ବାଡେଇ ବାଡେଇ ଥାନାରେ ଛାଡିଲେ

ଭଦ୍ରକ ଅଫିସ, ୨୦।୬: ଏଟିଏମ୍‌ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...

ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ

ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...

ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ...

ପୁଅର ମୃତଦେହ ଛୁଇଁଲେନି ବାପା

ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା
Next Post Next post:
‘ଭାଗ୍‌ ମିଲ୍‌ଖା ଭାଗ୍‌’ ପାଇଁ ଟଙ୍କାଏ ପାଉଣା ନେଇଥିଲେ ‘ଫ୍ଲାଇଂ ଶିଖ୍‌’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts