ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ ପାଠପଢା ଆରମ୍ଭ କରିଛନ୍ତି। ହେଲେ ନେଟୱର୍କ ସମସ୍ୟା ମାଓବାଦୀ ପ୍ରବଣ ତୁରେକେଲା ବ୍ଳକର ହଲନଭଟା, ଢୋଲମାନ୍ଦଲ, ବଡଡକଲା, ଘୁନେଷ ଓ ବଡବାଙ୍କି ପଞ୍ଚାୟତରେ ଥିବା ୩୦ରୁ ଉର୍ଦ୍ଧ୍ୱ ଗ୍ରାମର ଛାତ୍ରୀଛାତ୍ରଙ୍କ ପାଠପଢାରେ ବାଧକ ସାଜିଛି। ଏହି ସମ୍ପର୍କରେ ତୁରେକେଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର କୁମାର ପୁରୋହିତଙ୍କୁ ପଚାରିବାରୁ ଆମ ପାଖରେ କୌଣସି ବିକଳ୍ପ ପନ୍ଥା ନାହିଁ। ଆଗାମୀ ଦିନରେ ସରକାର ଯାହା ଆଦେଶ ଦେବେ ସେହି ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.