ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧,୨୫୯ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୮୩ ହଜାର ୪୯୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୦୮ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୧୦, ବାଲେଶ୍ୱରରୁ ୨୪୭, ବରଗଡ଼ରୁ ୪୧, ଭଦ୍ରକରୁ ୧୯୨, ବଲାଙ୍ଗୀରରୁ ୩୭, ବୌଦ୍ଧରୁ ୪୭, କଟକରୁ ୨୭୨, ଦେବଗଡ଼ରୁ ୧୦, ଢେଙ୍କାନାଳରୁ ୪୨, ଗଜପତିରୁ ୨୪, ଗଞ୍ଜାମରୁ ୧୮, ଜଗତ୍ସିଂହପୁରରୁ ୧୦୩, ଯାଜପୁରରୁ ୨୬୦, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୫୧, କେନ୍ଦ୍ରାପଡ଼ାରୁ ୧୧୬, କେନ୍ଦୁଝରରୁ ୫୭ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୬୦, ମାଲକାନଗିରିରୁ ୫୬, ମୟୂରଭଞ୍ଜରୁ ୧୩୫, ନବରଙ୍ଗପୁରରୁ ୪୫ , ନୟାଗଡ଼ରୁ ୧୧୨, ନୂଆପଡ଼ାରୁ ୧୦, ପୁରୀରୁ ୨୧୯, ରାୟଗଡ଼ାରୁ ୬୩, ସମ୍ବଲପୁରରୁ ୨୮ ସୁବର୍ଣ୍ଣପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୫୮ ଥିବା ବେଳେ ଷ୍ଟେଟ୍ ପୁଲ୍ରୁ ୭୦ ଅଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ
ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍ବେଗ ପ୍ରକାଶ କରିବା...
ମାଲକାନଗିରି ଜିଲାପାଳଙ୍କୁ କରୋନା
ମାଲକାନଗିରି,୨୦ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...
ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...
କୋଭିଡ୍ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍ଏସ୍
ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’...
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ...
ଶ୍ୱାସ ନେବାକୁ ସଂଘର୍ଷ
ତାଳଚେର,୨୨ା୬(ନି.ପ୍ର.) ଘରୁ ବାହାରିଲେ ମାସ୍କ ବାଧ୍ୟତାମୂଳକ। କୋଭିଡ୍ ସଂକ୍ରମିତ କିମ୍ବା ସନ୍ଦିଗ୍ଧ ହୋଇଥିଲେ, ଘରେ ମାସ୍କ ପିନ୍ଧିବାକୁ ବାଧ୍ୟ। କରୋନାକୁ କାବୁ କରିବାକୁ ମହାମାରୀ ପରିଚାଳନା...
ଚାଷୀ ନ ଥାଇ ଧାନ କିଣା
ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...


