E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜଧାନୀରେ ଥମୁନି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା
7:41 pmJune 2, 2021

ଭୁବନେଶ୍ବର,୨।୬: ବହୁ ଚେଷ୍ଟା ସତ୍ତ୍ୱେ ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନାହିଁ। ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରେ ୯୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୬୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୪୯ ଆକ୍ରାନ୍ତ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରେ ବର୍ତ୍ତମାନ ସୁଦ୍ଧା ୭୭ ହଜାର ୬୭୬ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ୩୪୩ ଜଣଙ୍କ ମୃତ୍ୟୁ ଘଟିଥିବା ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି ) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଉଛି।

ଭୁବନେଶ୍ବରରେ ବର୍ତ୍ତମାନ ୧୦ ହଜାର ୯୮୮ ସକ୍ରିୟ ମାମଲା ରହିଛି। ୨୪ଘଣ୍ଟା ମଧ୍ୟରେ ୧୧୦୨ଜଣ ସୁସ୍ଥ ହୋଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା...

‘ବିଜୁ ଏକ୍ସପ୍ରେସ୍‌ ଓ୍ବେ’କୁ ୪୪୮ କୋଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...

ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା...

ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍‌ ଶୋ’ରୁମ୍‌ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ...

ଚିଲିକାରୁ ଚୋରି ହେଉଛି ପାଣି

ଖୋର୍ଦ୍ଧା ଅଫିସ,୨୨।୬: ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ‘ଚିଲିକା’ରୁ ପାଣି ଚୋରି ହେଉଛି। ଚିଲିକାକୁ ଲାଗି ରହିଥିବା ଶତାଧିକ ଏକର ଜମିକୁ କେତେକ ମାଫିଆ...

ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ...

ବେଦାନ୍ତର ଅସୁରକ୍ଷିତ ଖଣି

ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର...

ୟୁଜି-ପିଜି ପରୀକ୍ଷା, ଜଣେ ପିଲାଙ୍କୁ ଜଣେ ଶିକ୍ଷକଙ୍କ ଦାୟିତ୍ୱ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଶୁକ୍ରବାର ଏକ ବୈଠକ ବସିଥିଲା । ଏଥିରେ ୟୁଜି ଓ ପିଜି ପରୀକ୍ଷା ନେଇ ଆଲୋଚନା ହୋଇଛି। ଭର୍ଚୁଆଲ ବୈଠକରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ
Next Post Next post:
ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts