E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୧୭ ଯାଏ ଓଏଚ୍‌ଆର୍‌ସିକୁ ସର୍ବସାଧାରଣ ପ୍ରବେଶ ମନା
9:43 amJune 1, 2021

ଭୁବନେଶ୍ୱର, ୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି। ପୂର୍ବରୁ ମେ ୩୧ ପର୍ଯ୍ୟନ୍ତ ପ୍ରବେଶ ବନ୍ଦ ରହିଥିବାବେଳେ ଏବେ ପୁଣି ଅବଧି ବଢାଇ ଦିଆଯାଇଛି। ଏହାସହ କର୍ମଚାରୀମାନେ ସାମାଜିକ ଦୂରତା ମାନିବା ସହ ମାସ୍କ ପିନ୍ଧିବା ଆଦି ନିୟମକୁ କଡ଼ାକଡ଼ି ପାଳନ କରିବେ। ଲୋକଙ୍କ ଅଭିଯୋଗର ପଞ୍ଜୀକରଣ ଏବଂ ଯାଞ୍ଚ ନିୟମିତ ଭାବରେ ଜାରି ରହିବ। ଏହି ସମୟ ମଧ୍ୟରେ ଶୁଣାଣି ପାଇଁ କେବଳ ଜରୁରୀ ମାମଲା ଗ୍ରହଣ କରାଯିବା ସହ ଅନ୍‌ଲାଇନ୍‌ (ohrc@nic.in) ମାଧ୍ୟମରେ ଅଭିଯୋଗ ଆବେଦନ କରିହେବ। ସେହିପରି ଆବେଦନକାରୀ ଓଏଚ୍‌ଆର୍‌ସି ସେଲ୍‌ ନଂ.୮୭୬୩୬୪୨୦୮୦ରେ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାରଙ୍କୁ ଯୋଗାଯୋଗ କରିପାରିବେ। ଏହାସହ କମିଶନ ଅଧ୍ୟକ୍ଷଙ୍କ ଅନୁମତି ମିଳିବା ପରେ ଅତିଜରୁରୀ ମାମଲାଗୁଡିକୁ ଗ୍ରହଣ କରାଯାଇ ଭର୍ଚୁଆଲ୍‌ ମୋଡ୍‌ରେ ଶୁଣାଣି କରାଯିବ ବୋଲି କମିଶନଙ୍କ ସଚିବ ଜଣାଇଛନ୍ତି। ସୂଚନାଯୋଗ୍ୟ, ତୋଷାଳୀ ଭବନରେ କାର୍ଯ୍ୟ କରୁଥିବା ଓଏଚ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ସଂକ୍ରମଣ ବ୍ୟାପିବା ସହ ଜଣେ କର୍ମଚାରୀଙ୍କର ଗତ କିଛିଦିନ ତଳେ ମୃତ୍ୟୁ ଘଟିବା ପରେ ପ୍ରବେଶ ଉପରେ କଟକଣା ଲଗାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...

୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ...

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି...

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ...

ଏଥର ବି ଲକ୍‌ଡାଉନ୍‌ରେ କଟିବ ରଜ; ଅନ୍‌ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍‌ ହ୍ବିଲ୍‌’

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍‌ଡାଉନ୍‌ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ...

ତୈଳ, ଗ୍ୟାସ ବିତରଣକାରୀଙ୍କୁ ଟିକା

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱରଠାରେ ଇଣ୍ଡିଆନ ଅଏଲ ଏବଂ ଆପୋଲୋ ହସ୍ପିଟାଲ ସହଯୋଗରେ ଆୟୋଜିତ ୭ଦିନିଆ ‘କୋଭିଡ୍‌-୧୯ ଟିକାକରଣ ଶିବିର’କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଉଦ୍‌ଘାଟନ କରିଛନ୍ତି...

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ
Next Post Next post:
ବାୟୋମେଟ୍ରିକ୍ସକୁ ଲକ୍‌ କରିପାରିବେ କାର୍ଡଧାରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts