E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଓଜେଇଇ ପରୀକ୍ଷା ସ୍ଥଗିତ
7:00 pmJune 14, 2021

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏ ନେଇ ସୋମବାର ଓଜେଇଇ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ଜୁଲାଇ ପ୍ରଥମ ସପ୍ତାହରେ କରୋନା ସ୍ଥିତିକୁ ଦେଖି ପରୀକ୍ଷା କେବେ କରାଯିବ ସେ ନେଇ ଜଣାଇ ଦିଆଯିବ ବୋଲି ବିଜ୍ଞାପ୍ତିରେ କୁହାଯାଇଛି।

ଅନ୍ୟପକ୍ଷେ ଓଜେଇଇ ପରୀକ୍ଷା ପାଇଁ ଅନ୍‌ଲାଇନ୍‌ ଆବେଦନର ସମୟ ପୁଣି ବଢ଼ାଇ ଦିଆଯାଇଛି। ଫଳରେ ଯେଉଁ ଛାତ୍ରୀଛାତ୍ରମାନେ ପରୀକ୍ଷାରେ ସାମିଲ ହେବା ପାଇଁ ଏ ପର୍ଯ୍ୟନ୍ତ ଆବେଦନ କରି ନ ଥିଲେ, ସେମାନଙ୍କୁ ଆଉ ଏକ ସୁଯୋଗ ମିଳିଛି। ଛାତ୍ରୀଛାତ୍ରମାନେ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ। ଜୁଲାଇ ୧୪ ମଧ୍ୟରେ ଫି’ ଦେୟ କରିବାର ଶେଷ ତାରିଖ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା...

ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...

୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ...

ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍‌-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ...

ଧରାପଡ଼ିଲା ଗୁଗୁଲ୍‌ ପେ’ରେ ଲୁଟୁଥିବା ଲୁଟେରା

ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍‌ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ...

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି...

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...

ଟିକା ନେଲେ ହୋମ୍‌ ଡେଲିଭରି ବୟ, ରେଷ୍ଟୁରାଣ୍ଟ କର୍ମଚାରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିଭିନ୍ନ ବର୍ଗର ଲୋକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ଟିକାକରଣକୁ ତ୍ୱରାନ୍ବିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ହୋମ୍‌ ଡେଲିଭରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
Next Post Next post:
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts