ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏ ନେଇ ସୋମବାର ଓଜେଇଇ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ଜୁଲାଇ ପ୍ରଥମ ସପ୍ତାହରେ କରୋନା ସ୍ଥିତିକୁ ଦେଖି ପରୀକ୍ଷା କେବେ କରାଯିବ ସେ ନେଇ ଜଣାଇ ଦିଆଯିବ ବୋଲି ବିଜ୍ଞାପ୍ତିରେ କୁହାଯାଇଛି।
ଅନ୍ୟପକ୍ଷେ ଓଜେଇଇ ପରୀକ୍ଷା ପାଇଁ ଅନ୍ଲାଇନ୍ ଆବେଦନର ସମୟ ପୁଣି ବଢ଼ାଇ ଦିଆଯାଇଛି। ଫଳରେ ଯେଉଁ ଛାତ୍ରୀଛାତ୍ରମାନେ ପରୀକ୍ଷାରେ ସାମିଲ ହେବା ପାଇଁ ଏ ପର୍ଯ୍ୟନ୍ତ ଆବେଦନ କରି ନ ଥିଲେ, ସେମାନଙ୍କୁ ଆଉ ଏକ ସୁଯୋଗ ମିଳିଛି। ଛାତ୍ରୀଛାତ୍ରମାନେ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ। ଜୁଲାଇ ୧୪ ମଧ୍ୟରେ ଫି’ ଦେୟ କରିବାର ଶେଷ ତାରିଖ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.