E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରସୁଲଗଡ଼ ଓଭରବ୍ରିଜ୍‌ରେ ଦୁର୍ଘଟଣା: ପିସିଆର ଭ୍ୟାନକୁ ପଛରୁ ପିଟିଲା ଟ୍ରକ, ୨ ପୋଲିସ କର୍ମଚାରୀ ଆହତ
1:20 pmJune 16, 2021

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ ଉପରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ପିସିଆର ଭ୍ୟାନକୁ ପଛ ପଟୁ ଏକ ମାଲ୍‌ବୋଝେଇ ଟ୍ରକ୍‌ ଧକ୍କା ଦେବାରୁ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଆଉ ୫ ଜଣ ।

ତେବେ ପିସିଆର୍‌ ଭ୍ୟାନ୍‌କୁ ଧକ୍କା ଦେଇ ଟ୍ରକ୍‌ଟି ଫେରାର ହୋଇଯାଇଥିଲା। ଅନ୍ୟ ଏକ ପିସିଆର ଟିମ୍‌ ଏହି ଟ୍ରକ୍‌ର ପିଛା କରିଥିଲା। ପାହାଳ ନିକଟରୁ ଟ୍ରକ୍‌ଟିକୁ ଜବତ କରାଯାଇଛି। ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲଫର ଫେରାର ହୋଇଯାଇଛନ୍ତି। ପିସିଆର ଭ୍ୟାନ୍‌ଟି କ୍ଷତିଗ୍ରସ୍ତ ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ...

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର...

ଅଭୟ ପାଠକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୭।୬: ବୈଦ୍ୟନାଥପୁର ଥାନା ମାମଲାର ବିଚାର କରି ଗୁରୁବାର ହାଇକୋର୍ଟ ପୂର୍ବତନ ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଏବଂ...

ପୁରୁଣା ଚେର

ଭୁବନେଶ୍ୱର,୧୫।୬(ବ୍ୟୁରୋ):  ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...

କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’

ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ...

ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହର ଚାରି ମାସ ପରେ ଘରକୁ ଆସିଥିଲା କୁନି ଅତିଥି; ପୁଅର ଫଟୋ ଶେୟାର କରି…
Next Post Next post:
ପ୍ରଥମ ପାଳିରେ ମାତ୍ର ୧୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍‌ରେ ଜିତିଥିଲା ମ୍ୟାଚ୍‌: ଜାଣନ୍ତୁ କେମିତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts