ଭୁବନେଶ୍ୱର,୧୬ା୬(ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ ଉପରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ପିସିଆର ଭ୍ୟାନକୁ ପଛ ପଟୁ ଏକ ମାଲ୍ବୋଝେଇ ଟ୍ରକ୍ ଧକ୍କା ଦେବାରୁ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଆଉ ୫ ଜଣ ।
ତେବେ ପିସିଆର୍ ଭ୍ୟାନ୍କୁ ଧକ୍କା ଦେଇ ଟ୍ରକ୍ଟି ଫେରାର ହୋଇଯାଇଥିଲା। ଅନ୍ୟ ଏକ ପିସିଆର ଟିମ୍ ଏହି ଟ୍ରକ୍ର ପିଛା କରିଥିଲା। ପାହାଳ ନିକଟରୁ ଟ୍ରକ୍ଟିକୁ ଜବତ କରାଯାଇଛି। ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲଫର ଫେରାର ହୋଇଯାଇଛନ୍ତି। ପିସିଆର ଭ୍ୟାନ୍ଟି କ୍ଷତିଗ୍ରସ୍ତ ହୋଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.