ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି ଅଛନ୍ତି ଯେଉଁମାନେ ଅନେକ ଥର ବିନା କୌଣସି ରନ୍ କରି ଆଉଟ୍ ହୋଇଛନ୍ତି। ହେଲେ ଶ୍ରୀଲଙ୍କାର ମୁଥେୟା ମୁରଲୀଧରନ୍ ସର୍ବାଧିକ ୫୯ ଥର ଶୂନରେ ଆଉଟ୍ ହୋଇଛନ୍ତି।
ଶୂନରେ ଆଉଟ୍ ହୋଇଥିବା ଶୀର୍ଷ ୫ ଖେଳାଳିଙ୍କ ମଧ୍ୟରେ ୩ଜଣ ଶ୍ରୀଲଙ୍କାର ଅଛନ୍ତି। ମୁରଲୀଧରନଙ୍କ ବ୍ୟତିତ ସନଥ ଜୟସୂର୍ଯ୍ୟା, ମହେଲା ଜୟବର୍ଦ୍ଧନେ ମଧ୍ୟ ଯଥାକ୍ରମେ ୫୩, ୪୭ ଥର ଆଉଟ୍ ହୋଇଛନ୍ତି।
ଭାରତୀୟ କ୍ରିକେଟ ଟିମ୍ ବିଷୟରେ ଯଦି କଥା ହେବା ତେବେ କ୍ରିକେଟର ଜାହିର ଖାନ୍ ସବୁଠାରୁ ଅଧିକ ଥର ଶୂନରେ ଆଉଟ୍ ହୋଇଛନ୍ତି। ସେ ୪୪ଥର ଆଉଟ୍ ହୋଇଛନ୍ତି। ଏହି ମାମଲାରେ ଦ୍ୱିତୀୟରେ ଇଶାନ୍ତ ଶର୍ମା(୩୭) ଆଉଟ୍ ହୋଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.