E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ

କଟକରୁ ଲମ୍ବିଛି ନକଲି ଔଷଧର ଚେର
8:05 pmJune 13, 2021

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା ଜିଲା ଭେଷଜ ନୀରିକ୍ଷଣ ବିଭାଗ ଓ ପୋଲିସର ମିଳିତ ଉଦ୍ୟମରେ ଜିଲାର ବିଭିନ୍ନ ଔଷଧ ଦୋକାନରେ ଚଢାଉ ଜାରି ରହିଛି। ଏଥିମଧ୍ୟରେ ସରବାହାଲ ସ୍ଥିତ ଅମିତ ମେଡିକାଲ୍‌ ଏଜେନ୍ସିରେ ଚଢାଉ ହେବା ପରେ ସମ୍ପୃକ୍ତ କମ୍ପାନୀର କେତେକ ଔଷଧ ଜବତ ହୋଇଛି । ଜବତ ଔଷଧ ମଧ୍ୟରେ ରହିଛି ୪୬ଟି ମେଡିଟିବିଆର୍‌ ପେନ୍‌କିଲର୍‌ ଓ ୩୩ଟି ଟ୍ରିଟ୍‌ ୨୦୦ ଏସ୍‌ବି ଆଣ୍ଟିବାଟିକ୍‌। ଏହି ଜବତ ଔଷଧ ମଧ୍ୟରୁ ୨୦ଟି ଲେଖାଏ ନମୁନା ଭୁବନେଶ୍ୱର ସ୍ଥିତ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟୋରୀକୁ ପରୀକ୍ଷା ପାଇଁ ପଠାଯାଇଛି । ଏହି କମ୍ପାନୀର କେତେକ ଔଷଧ ପୂର୍ବରୁ ନକଲି ଧରାପଡିଥିଲା । ଫଳରେ ଏହି କମ୍ପାନୀର ଅନ୍ୟାନ୍ୟ ଔଷଧକୁ ନେଇ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗର ସନ୍ଦେହ ହେବାରୁ କଟକ, ରାଉରକେଲା, ବଲାଙ୍ଗୀର ଓ ଝାରସୁଗୁଡା ଆଦି ସ୍ଥାନରେ ଚଢାଉ ଜାରି ରହିଛି ବୋଲି ଡ୍ରଗ୍ସ ଇନ୍‌ସ୍ପେକ୍ଟର ଜ୍ୟୋତିରଞ୍ଜନ ପଣ୍ଡା କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ View All

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି।...

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...

ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।...

୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ,...

କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି

ବରଗଡ଼ ଅଫିସ୍‌,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍‌ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ...

ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ

ବିଷମକଟକ,୨୭ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଡଙ୍ଗରିଆମାନେ ବିଶେଷକରି କୃଷି ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ। ଉତ୍ପାଦିତ ପନିପରିବା, ଫଳ ଓ...

ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍‌ଆର୍‌-୭ ରକେଟ୍‌ ଉତ୍‌କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ
Next Post Next post:
ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts