ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍ସୋ କୋର୍ଟ କାର୍ଯ୍ୟକ୍ଷମ ରହିଛି। ପୋକ୍ସୋ ମାମଲାର ଶୀଘ୍ର ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦ୍ୱିତୀୟ କୋର୍ଟ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଅବସରପ୍ରାପ୍ତ ଏଡିଜେ ଏସ୍.କେ ସାହୁଙ୍କୁ ଜଜ୍ ଭାବେ ନିଯୁକ୍ତି ଦିଆଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ନୂତନ କୋର୍ଟର ଭର୍ଚୁଆଲ ମୋଡରେ ଉଦ୍ଘାଟନ କରିବେ। ଓଡ଼ିଶାର ବିଭିନ୍ନ ଜିଲାରେ ୫ ଟି ନୂତନ କୋର୍ଟ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି।
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ...
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...
୨୭ ଯାଏ ବର୍ଷା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ...
ଛେଚିବ ୩ ଦିନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ,...
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...
ମନ କିଣୁଛି କିଚେନ ଗାର୍ଡେନ
କାମାକ୍ଷାନଗର, ୫।୬ ଗୁଣ୍ଠେରୁ ସାମାନ୍ୟ ଅଧିକ ଜମି। ସବୁଜ କିଆରିରେ ଭରପୂର। କେଉଁଠି ଭେଣ୍ଡି ତ ଆଉ କେଉଁଠି ଜହ୍ନି। ଗୁଆଁର, ବାଇଗଣ, ଝୁଡ଼ଙ୍ଗ, ଅମୃତଭଣ୍ଡା...
ଅଳିଆ ଉଠାରେ ଅସହଯୋଗ
ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...
ଗ୍ଲୋବାଲ ଇ-ଟେଣ୍ଡର ବାତିଲ
ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ...


