ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍‌ଏର ସୂଚନା ମୁତାବକ, ବିହାରରେ ସର୍ବାଧିକ ୧୧୧ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା ବେଳେ ଦିଲ୍ଲୀରେ ୧୦୯, ଉତ୍ତରପ୍ରଦେଶ ୭୯, ପଶ୍ଚିମବଙ୍ଗରେ ୬୩, ରାଜସ୍ଥାନରେ ୪୩, ଝାଡ଼ଖଣ୍ଡ ୩୯, ଗୁଜୁରାଟ ୩୭, ତେଲେଙ୍ଗାନା ୩୬, ଆନ୍ଧ୍ରପ୍ରଦେଶ ୩୫, ତାମିଲନାଡ଼ୁ ୩୨, ଓଡ଼ିଶାରୁ ୨୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ପ୍ରଥମ ଲହରରେ ଦେଶରେ ପ୍ରାୟ ୭୪୮ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା ଆଇଏମ୍‌ଏ କହିଛି। ତେବେ ଏହିସବୁ ସଂଖ୍ୟା ଆହୁରି ଅଧିକ ହେବ। କାରଣ ଆଇଏମ୍‌ଏ କେବଳ ନିଜ ପଞ୍ଜିକୃତ ପ୍ରାୟ ସାଢ଼େ ୩ଲକ୍ଷ ସଦସ୍ୟକୁ ନେଇ ଅନୁଧ୍ୟାନ କରିଛି। ଦେଶରେ ୧୨ଲକ୍ଷରୁ ଅଧିକ ଡାକ୍ତର କାର୍ଯ୍ୟରତ ଅଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.