E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
12:52 pmJune 18, 2021

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍‌ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି ।

ଡିଏମଇଟି କହିଛନ୍ତି ଯେ, ତୃତୀୟ ଲହର ପାଇଁ ଓଡ଼ିଶା ସରକାର ପ୍ରସ୍ତୁତ ଅଛନ୍ତି। ବର୍ତ୍ତମାନ ସମୟରେ ତୃତୀୟ ଲହର ଏକ ଆକଳନ ମାତ୍ର। ତୃତୀୟ ଲହର ରୋକିବାକୁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଛନ୍ତି । କୋଭିଡ୍‌ ନିୟମ ମାନିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଉଥିବା ବେଳେ ସଂକ୍ରମଣ ରୋକିବାକୁ ଟିକାକରଣକୁ ଜୋରଦାର କରାଯାଇଛି। ଅଧିକ ଲୋକ ସଂକ୍ରମଣ ଆଶଙ୍କାରେ ଭିତ୍ତିଭୂମି ବୃଦ୍ଧିକୁ ଗୁରୁତ୍ୱ ଦିଆଯାଉଛି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହୋଇପାରନ୍ତି ବୋଲି କୁହାଯାଉଛି। କାରଣ ମଧ୍ୟମ ଏବଂ ବୟସ୍କମାନେ ଟିକା ନେଇ ସାରିଥିବାରୁ ସେମାନଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଘେରିଲେ ଲୋକେ

ଖଇରା,୪ା୬(ଡି.ଏନ୍‌.ଏ.): ବାତ୍ୟା ‘ୟାସ୍‌’ କୁ ୧୦ଦିନ ବିତିଯାଇଥିଲେ ହେଁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ ଗଣ୍ଡିବେଡ଼ ତଥା ଅନ୍ୟାନ୍ୟ ରାଜସ୍ବ କ୍ଷେତ୍ର ଅଧୀନରେ ବନ୍ୟା...

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୨ ଜଣଙ୍କ ଜୀବନ...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍‌ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ...

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ...

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ
Next Post Next post:
ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts